ଲଗାଣ ବର୍ଷାରେ ରେଳ ଲାଇନ୍‌ରେ ଖସିଲା ମାଟି ଅତଡ଼ା

ରାୟଗଡା ଅଫିସ,୧୪।୮: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ୁଛି । ତେବେ ରାୟଗଡ଼ା ଜିଲାରେ ଲଗାଣ ବର୍ଷା ପ୍ରଭାବରେ କେଆର୍‌ ରେଳ ଲାଇନ୍‌ ଉପରେ ମାଟି ଅତଡ଼ା ଖସି ପଡ଼ଛି। ଗଛ ଭାଙ୍ଗି ମଧ୍ୟ ଟନେଲ୍‌ ୩୪ରେ ପଡ଼ିଥିବା ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଅନେକ ଟ୍ରେନ୍‌ ଅଟକି ରହିଥିବା ବେଳେ ସମଲେଶ୍ୱରୀ ଏକ୍ସପ୍ରେସ ଶିକରପାଇ ଷ୍ଟେଶନଠାରେ ଅଟକି ରହିଛି। ରାୟଗଡ଼ାରୁ ଅଗ୍ନିଶମ କର୍ମଚାରୀ ପହଞ୍ଚି ଗଛ କଟା କାର୍ଯ୍ୟ ଆରମ୍ଭ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହୁମୁରି ତାମ୍ପରା ସମେତ ୫ ଜଳାଶୟ ପ୍ରଦୂଷିତ

ଛତ୍ରପୁର,୭ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଥିବା ହୁମୁରି ତାମ୍ପରା ସମେତ ୫ ଜଳାଶୟ ପ୍ରଦୂଷିତ ରହିଛି। ସେଥିମଧ୍ୟରେ ଛତ୍ରପୁର ବ୍ଲକ ହୁମୁରି ତାମ୍ପରା ହ୍ରଦ(୩୩୭.୮୫୭ ଏକର), ଭଞ୍ଜନଗର...

ପାଣି ପାଇଁ ରାସ୍ତାରେ ମହିଳା

ହିନ୍ଦୋଳ, ୪।୬(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ୧୦ନଂ. ଓ୍ବାର୍ଡରେ ଜଳସଙ୍କଟ ଉତ୍କଟ ରୂପ ଧାରଣ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର ଅଞ୍ଚଳର ବହୁସଂଖ୍ୟାରେ ମହିଳା...

୮ରେ ପୁରୀ ଡିଭିଜନରେ ପକ୍ଷୀ ଗଣନା

ପୁରୀ ଅଫିସ, ୫।୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଆସନ୍ତା ୮ତାରିଖରେ ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ...

‘ସ୍କୁଲ ରୂପାନ୍ତର ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର,୩୧।୮(ବ୍ୟୁରୋ): ୫-ଟି କାର୍ଯ୍ୟକ୍ରମର ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ସୋମବାର ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ...

ପ୍ରଶାସନର ହସ୍ତକ୍ଷେପରେ ହଟାଗଲା ବାଉଁଶ ବାଡ଼

ପାରଳାଖେମୁଣ୍ଡି,୧୯।୫(ଡି.ଏନ୍‌.ଏ.): ଗୋଷାଣୀ ବ୍ଲକ ଅନ୍ତର୍ଗତ ରଣଦେବୀ ଛକ ନିକଟ ମୁଖ୍ୟରାସ୍ତା ଉପରେ ଗତ କିଛି ଦିନ ହେଲା ଜଣେ ବ୍ୟକ୍ତି ନିଜ ଜାଗା ବୋଲି ଦର୍ଶାଇ...

ଜଳିଗଲା ନୀଳଚକ୍ର ବାନା

ପୁରୀ ଅଫିସ,୧୯ା୩: ଜଳିଗଲା ନୀଳଚକ୍ର ବାନା । ମହାଦୀପରୁ ନିଅଁା ଲାଗି ନୀଳଚକ୍ର ତଳେ ବନ୍ଧାଯାଇଥିବା ୨/୩ଟି ମାନସିକ ବାନା ପୋଡ଼ିଯାଇଛି। କରୋନା ମୁକାବିଲା ଉଦ୍ଦେଶ୍ୟରେ...

୨୧ରୁ ୟୁଜି ପ୍ରଥମ ସେମିଷ୍ଟର ପରୀକ୍ଷା

କଟକ ଅଫିସ,୪ା୧୦: ଆସନ୍ତା ୨୧ ତାରିଖରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ସ୍ନାତକ(ୟୁଜି) ପ୍ରଥମ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।...

ଟଙ୍କା ଚୋରି ନେଇ ୨ ଶିଶୁପୁତ୍ରଙ୍କୁ ମାରି ଦେବାକୁ ନିଶାଶକ୍ତ ବାପାଙ୍କ ଉଦ୍ୟମ: ଗ୍ରାମବାସୀ ଦ୍ୱାରା ଶିଶୁପୁତ୍ର ଉଦ୍ଧାର

ଭୋଗରାଇ,୪।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଜାରାମପୁର ଗ୍ରାମରେ ରବିବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଟଙ୍କା ଚୋରି ଅଭିଯୋଗରେ ନିଶାଗ୍ରସ୍ତ ବାପା...

Advertisement
Archives

Model This Week