‘କୋରାପୁଟର ମାଟି, ପାଣି, ପବନରେ ଭରି ରହିଛି ଆତ୍ମୀୟତାର ଅନୁଭବ’

ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଗସ୍ତରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ସେଠାରେ ପହଞ୍ଚିବା ପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କୋରାପୁଟର ମାଟି, ପାଣି ଓ ପବନରେ ଭରି ରହିଛି ଆତ୍ମୀୟତାର ଅନୁଭବ। ଜିଲା ଗସ୍ତ ଅବସରରେ ପ୍ରିୟ କୋରାପୁଟବାସୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ମିଶନ ଶକ୍ତି ମା’ମାନଙ୍କୁ ଋଣ ସହାୟତା ପ୍ରଦାନ କରିବା ନେଇ ମୁଁ ବହୁତ ଉତ୍ସାହିତ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri