ବଡସିମଲଇ ଗ୍ରାମର ସୋଲାର ଜଳ ପ୍ରକଳ୍ପ ଅଚଳ

ରିଆମାଳ, ୧୯।୧୨(ଡି.ଏନ.ଏ.) -ଦେବଗଡ ଜିଲା ରିଆମାଳ ବ୍ଲକ ବଡସିମଲଇ ଗ୍ରାମରେ ଜଳାଭାବ ଯୋଗୁ ଏକ ସୋଲାର ଜଳ ପ୍ରକଳ୍ପ ହୋଇଛି। କିନ୍ତୁ ଦୀର୍ଘ ୩ ମାସରୁ ଅଧିକ ହେଲାଣି ଏହି ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଗ୍ରାମବାସୀ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ଗ୍ରାମବାସୀ ବିଭାଗୀୟ ଅଧିକାରୀ ତଥା ସ୍ଥାନୀୟ ସରପଞ୍ଚଙ୍କୁ ବାରମ୍ବାର ଅବଗତ କଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ଗ୍ରାମବାସୀ କହିଛନ୍ତି। ଗ୍ରାମରେ ପ୍ରାୟ ୭୦ ପରିବାରରୁ ଅଧିକ ବାସ କରନ୍ତି। ଏକମାତ୍ର ନଳକୂପ ଉପରେ ନିର୍ଭର କରୁଛନ୍ତି। ଆଗକୁ ପାହାଡିଆ ଅଞ୍ଚଳ ଯୋଗୁ ଜଳର ଘୋର ଅଭାବ ଦେଖାଯିବ। ତେଣୁ ଖରାଦିନ ଆସିବା ପୂର୍ବରୁ ତୁରନ୍ତ ବିଭାଗୀୟ କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ଜନ ସାଧାରଣ ତରଫରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଶନରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୨୯।୩(ଡି.ଏନ.ଏ.) ରାଶନ ଚାଉଳ ଓଜନରେ ଅନିୟମିତତା କରାଯାଉଥିବା ନେଇ ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତ ତିଳେଶ୍ୱର ଗ୍ରାମର କେତେଜଣ ହିତାଧିକାରୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ...

ରସୁଲଗଡ଼ ଛକରୁ ଜବତ ହେଲା ସାଢେ ୪ କୋଟି ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ୱର,୧୯ା୬ (ବ୍ୟୁରୋ)-ଶୁକ୍ରବାର ଏସ୍‌ଟିଏଫ ହାତରେ ଲାଗିଛି ବଡ଼ ସଫଳତା। ବାଲେଶ୍ୱରରୁ ବୋଲେରୋରେ ଚାଲାଣ ହୋଉଥିବା ଏକ ବ୍ରାଉନ୍‌ ସୁଗାର ରାକେଟକୁ ପର୍ଦ୍ଦାଫାଶ କରିଛି କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ(ସ୍ପେଶାଲ...

ଭିଜିଲାନ୍ସ ଜାଲରେ ସମ୍ବଲପୁର ଓସିସିଏଲ୍‌ର ସିନିୟର ମ୍ୟାନେଜର

ସମ୍ବଲପୁର ଅଫିସ,୨୦ା୯: ସମ୍ବଲପୁର ଓସିସିଏଲର ସିନିୟର ମ୍ୟାନେଜର ରଞ୍ଜନ କୁମାର ଡାଙ୍ଗ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ...

ଭାରତ ବନ୍ଦକୁ ହିନ୍ଦ୍‌ ମଜଦୁର ସଭାର ସମର୍ଥନ: ଏହି ସମର୍ଥନ ସହ ବିଜେଡିର ସମ୍ପର୍କ ନାହିଁ: ରଣେନ୍ଦ୍ର

ଭୁବନେଶ୍ୱର, ୮।୧(ବ୍ୟୁରୋ):ଦେଶର ବିଭିନ୍ନ ଶ୍ରମିକ ସଂଗଠନ, ବିରୋଧୀ ରାଜନୈତିକ ଦଳ ଦ୍ୱାରା ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ କଂଗ୍ରେସ ପକ୍ଷରୁ ମଧ୍ୟ...

ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ

କାମାକ୍ଷାନଗର,୧୪ା୩(ଡି.ଏନ୍‌.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ...

ପରୀକ୍ଷା ଚାଲିଥିବା ବେଳେ ଅସୁସ୍ଥ ହୋଇ ଛାତ୍ରୀଙ୍କ ମୃତ୍ୟୁ

କୋଲନରା,୧୭ା୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ବଡ଼ଖିଲାପଦର ଆଶ୍ରମ ବିଦ୍ୟାଳୟରେ ପରୀକ୍ଷା ଚାଲିଥିବାବେଳେ ଜଣେ ଛାତ୍ରୀ ଅସୁସ୍ଥ ହୋଇ ପରେ ତାଙ୍କର ମୃତ୍ୟୁ ଘଟିଛି।...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଡିଜିପିଙ୍କ ଗୁରୁତ୍ୱ

କଟକ ଅଫିସ, ୧୧ା୬: ଆସନ୍ତା ୧୪ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି...

Advertisement
Archives

Model This Week