ବାପାଙ୍କ ବିବାହରେ ସରପ୍ରାଇଜ୍‌ ଦେଲେ ପୁଅ

ବଲିଉଡ୍‌ ଅଭିନେତା ଅରବାଜ ଖାନ ମେକଅପ କଳାକାର ଶୌରା ଖାନଙ୍କୁ ଦ୍ୱିତୀୟ ବିବାହ କରିଛନ୍ତି। ଏହି ଦମ୍ପତି ଭଉଣୀ ଅର୍ପିତା ଖାନଙ୍କ ଘରେ ବିବାହ କରିଥିଲେ। ଅନେକ ବଲିଉଡ ତାରକା ଅରବାଜ-ଶୌରାଙ୍କ ବିବାହ ଉତ୍ସବରେ ଯୋଗ ଦେଇଥିଲେ। ଦୁହିଁଙ୍କ ବିବାହର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଅରବାଜଙ୍କ ପୁଅ ଅରହାନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ପ୍ରକାଶ ପାଇଛି। ବାପା ଅରବାଜଙ୍କ ବିବାହରେ ଅରହାନ ଗିଟାର ବଜାଇ ସରପ୍ରାଇଜ୍‌ ଦେଇଛନ୍ତି। ଅରହାନ ସମଗ୍ର ପରିବାର ଏବଂ ତାରକାଙ୍କ ସାମ୍ନାରେ ମଞ୍ଚରେ ଅରବାଜଙ୍କ ପାଇଁ ଗିଟାର ବଜାଇଥିଲେ।
ପୁଅର ସରପ୍ରାଇଜ୍‌ ଦେଖି ଅରବାଜ ଏତେ ଖୁସି ହୋଇଗଲେ ଯେ ସେ ଉତ୍ସାହିତ ହୋଇ ଭିଡିଓ ତିଆରି କରିବା ଆରମ୍ଭ କଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଅରବାଜଙ୍କ ଭାଇ ସଲମାନ ଏବଂ ସୋହେଲ ମଧ୍ୟ ଉପସ୍ଥିତ ଥିଲେ। ଏହି ବିବାହରେ ଅରବାଜଙ୍କ ପୁଅ ଅରହାନ ଖାନଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। ସେମାନଙ୍କ ସହ ରିତିଶ ଦେଶମୁଖ, ଜେନେଲିଆ ଡି’ସୁଜା, ରବୀନା ଟଣ୍ଡନ, ଫରାହ ଖାନ, ସାଜିଦ ଖାନ ଏବଂ ବଲିଉଡ ତାରକାମାନେ ମଧ୍ୟ ଯୋଗଦେଇଥିଲୋ।

 

View this post on Instagram

 

A post shared by F I L M Y G Y A N (@filmygyan)


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri