ଟ୍ୟୁସନ ଯାଇ ଆଉ ଘରକୁ ଫେରିଲେନି ପୁଅ : ମୃତଦେହ ଜବତ, ଜଣେ ଗିରଫ

ଟିଟିଲାଗଡ଼,୨୭।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ସିରଭଟାସ୍ଥିତ ରେଳବାଇ କର୍ମଚାରୀ ଦିଲୀପ କୁମାରଙ୍କ ଏକମାତ୍ର ପୁଅ ମୋହନ କୁମାର (୧୩)ଙ୍କ ବୁଧବାର ମୃତଦେହ ଜବତ ହୋଇଛି। ଶନିବାର ସେ ଘରୁ ଝାଙ୍କରପଡାକୁ ଟ୍ୟୁସନ ପାଇଁ ଯାଇଥିବା ବେଳେ ଆଉ ଘରକୁ ଫେରିି ନ ଥିଲେ । ଘର ଲୋକେ ଖୋଜା ଖୋଜି କରି ନ ପାଇବାରୁ ଟିଟିଲାଗଡ଼ ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପଟେ ସିସି ଟିଭି ଫୁଟେ୍‌ଜରେ ଜଣେ ଛାତ୍ର ସାଇକଲ୍‌ ଯୋଗେ ଯାଉଥିବା ଦେଖିବାକୁ ମିଳିଥିଲା। ହେଲେ ସେ କୁଆଡେ ଯାଉଛନ୍ତିି ତାହା ଜଣା ପଡ଼ି ନ ଥିଲା। ଏ ନେଇ ଟିଟିଲାଗଡ଼ ପୋଲିସ  ନିଖୋଜ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ବେଳେ ତାଙ୍କୁ ଅପହରଣ କରାଯାଇଥିବା ଏବଂ ୧୪ ଲକ୍ଷ ଟଙ୍କା ଦେଲେ ଛଡାଯିବ ମୋବାଇଲ ମୋହନ ଧରିଥିବା ଫୋନରୁ ବାର୍ତ୍ତା ଆସିଥିଲା । ମୃତଦେହ ଜବତ ପରେ ପୋଲିସ ଅପହରଣ ଏବଂ ହତ୍ୟା ଅଭିଯୋଗରେ କେସିଙ୍ଗା ସହରରୁ ମୃତ ମୋହନର ସମ୍ପର୍କୀୟ ସୁମିତ ବିହାରୀ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri