ଶ୍ୱଶୁର ଘରକୁ ବୁଲିବାକୁ ଆସି ଗଛରେ ଝୁଲିପଡ଼ିଲେ ଜ୍ୱାଇଁ

ବନ୍ତ,୧୨ା୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ପଧାନପଡା ଚାଷଜମି ନିକଟ ଏକ ବବୁରୀ ଗଛରୁ ଶନିବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି। ମୃତକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ଗ୍ରାମର କୁନି ମୁଣ୍ଡା(୩୦) ବୋଲି ପୋଲିସ କହିଛି।
ଉଲ୍ଲେଖଯୋଗ୍ୟ ଯେ, ସକାଳ ୮ଟା ବେଳେ ସ୍ଥାନୀୟ ଲୋକେ ଚାଷଜମିକୁ ଯାଇଥିବା ବେଳେ ସମ୍ପୃକ୍ତ ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବା ଦେଖିଥିଲେ। ପରେ ଶତାଧିକ ଲୋକ ସେଠାରେ ପହଞ୍ଚତ୍ ଥିଲେ। ଖବର ପାଇ ଆଇଆଇସି ଆଦିତ୍ୟ ପ୍ରସାଦ ଜେନାଙ୍କ ସମେତ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହକୁ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏ ନେଇ ଶନିବାର ଥାନାରେ ୯/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପ୍ରକାଶଥାଉକି, ମୃତକ ନନ୍ଦିପଦା ଥାନା ଅଧୀନ ବୃନ୍ଦାବନପୁର ବେଙ୍ଗତୀରା ଗ୍ରାମର ଶ୍ୱଶୁର ଘରକୁ ସ୍ତ୍ରୀ ଓ ଝିଅପୁଅଙ୍କ ସହିତ ବୁଲି ଆସିଥିଲେ।ବିଳମ୍ବିତ ରାତ୍ରିରେ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଇଛି। ମୃତକ ମାନସିକ ବିକାରଗ୍ରସ୍ତ ବୋଲି ପୋଲିସ ସୂତ୍ରରୁ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri