ବନ୍ତ,୧୨ା୩(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ପଧାନପଡା ଚାଷଜମି ନିକଟ ଏକ ବବୁରୀ ଗଛରୁ ଶନିବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି। ମୃତକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ଗ୍ରାମର କୁନି ମୁଣ୍ଡା(୩୦) ବୋଲି ପୋଲିସ କହିଛି।
ଉଲ୍ଲେଖଯୋଗ୍ୟ ଯେ, ସକାଳ ୮ଟା ବେଳେ ସ୍ଥାନୀୟ ଲୋକେ ଚାଷଜମିକୁ ଯାଇଥିବା ବେଳେ ସମ୍ପୃକ୍ତ ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବା ଦେଖିଥିଲେ। ପରେ ଶତାଧିକ ଲୋକ ସେଠାରେ ପହଞ୍ଚତ୍ ଥିଲେ। ଖବର ପାଇ ଆଇଆଇସି ଆଦିତ୍ୟ ପ୍ରସାଦ ଜେନାଙ୍କ ସମେତ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହକୁ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏ ନେଇ ଶନିବାର ଥାନାରେ ୯/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପ୍ରକାଶଥାଉକି, ମୃତକ ନନ୍ଦିପଦା ଥାନା ଅଧୀନ ବୃନ୍ଦାବନପୁର ବେଙ୍ଗତୀରା ଗ୍ରାମର ଶ୍ୱଶୁର ଘରକୁ ସ୍ତ୍ରୀ ଓ ଝିଅପୁଅଙ୍କ ସହିତ ବୁଲି ଆସିଥିଲେ।ବିଳମ୍ବିତ ରାତ୍ରିରେ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଇଛି। ମୃତକ ମାନସିକ ବିକାରଗ୍ରସ୍ତ ବୋଲି ପୋଲିସ ସୂତ୍ରରୁ ଜଣାଯାଇଛି।
Posted inHome Left, ଆମ ଜିଲା ଖବର, ଭଦ୍ରକ View All
ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…
ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…
ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…
ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…
ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…
ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…
କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ
କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…
ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …
କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…
ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ
ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…
ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…
କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍ (ସିନ୍ଦୁକ)ରୁ ଟଙ୍କା…
ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍ କଲେ ବଣ୍ଟନ
ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…
Archives

