ଶ୍ବଶୁର ଘର ଆସି ଆଉ ଫେରିଲେନି ଜ୍ୱାଇଁ

ପାଟଣା,୨୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ଖୁଣ୍ଟାପିଙ୍ଗୁ ଗାଁ ନିକଟ ଏକ କାଜୁ ବଗିଚାରୁ ରବିବାର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ବୃଦ୍ଧ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା କେରକେରା ଗ୍ରାମର ପାଣ୍ଡୁ ମହାନ୍ତ। ପାଣ୍ଡୁ ଶ୍ୱଶୁର ଘର ଗାଁ ଖୁଣ୍ଟାପିଙ୍ଗୁକୁ ଆସିଥଲେ। ତେବେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଖବରପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପକ୍ଷରୁ ଏଏସ୍‌ଆଇ ଭରତ ଚନ୍ଦ୍ର ମହାନ୍ତ ପହଞ୍ଚି ମୃତଦେହକୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଏ ନେଇ ତୁରୁମୁଙ୍ଗା ଥାନାରେ ୬/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଆରଏଚଡିସି ଦୁର୍ନୀତି ମାମଲା: ପୀୟୁଷ ମହାନ୍ତିଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୫।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୀୟୁଷ ମହାନ୍ତିଙ୍କୁ ମିଳିଲା ଆଶ୍ୱସ୍ତି । କୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ...

ଧର୍ମେନ୍ଦ୍ର, ତାରାଙ୍କ ରୋଡ୍‌ ଶୋ

ଅନୁଗୋଳ ଅଫିସ/ପାଲଲହଡ଼ା, ୨୨।୪: ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ...

ଗଞ୍ଜାମର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ନାହିଁ ପାଣି

ଛତ୍ରପୁର,୯ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟ ଜଳ ସୁବିଧା ନାହିଁ । ଜିଲାରେ ରହିଛି ୫୧୪୧ ଅଙ୍ଗନୱାଡି କେନ୍ଦ୍ର । ଏଥିରୁ ୨୩୭୮ ଅଙ୍ଗନୱାଡି...

ଦଳୀୟ ପ୍ରାର୍ଥୀଙ୍କୁ ଟକ୍କର ଦେଉଛନ୍ତି ସ୍ବାଧୀନ

ସୁନ୍ଦରଗଡ଼,୨୧।୩(ଡି.ଏନ୍‌.ଏ.): ଚଳିତ ପୌର ନିର୍ବାଚନରେ ସୁନ୍ଦରଗଡ଼ରେ କାହାର ହେବ ବାଜିମାତ। ଚା’ ଖଟି ଠାରୁ ଆରମ୍ଭ କରି ପାନ ଦୋକାନ, ବଜାର, ରାସ୍ତାଘାଟ ସବୁଠି ଏହି...

ରାତି ଅଧରେ ରୋଗୀ ପାଇବେ ମାଗଣା ଔଷଧ

କଟକ ଅଫିସ,୨୨ା୧:ଏଣିକି ରାତି ଅଧରେ ଏସ୍‌ସିବି ମେଡିକାଲକୁ ଆସୁଥିବା ରୋଗୀଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ। ରୋଗୀଙ୍କୁ ୨୪ ଘଣ୍ଟିଆ ସହାୟତା ଯୋଗାଇବା...

ପରିବେଶ ପର୍ଯ୍ୟଟନ ଗ୍ରାମ ବାଢୁନଝରିଆ ସରଫଗଡ : ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଜମୁଛି ଗହଳି

ଲେଫ୍ରିପଡା, ୩।୧୨(ଡି.ଏନ.ଏ) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅନ୍ତର୍ଗତ ଗିରିଙ୍ଗକେଲା ପଞ୍ଚାୟତର ବାଢୁନଝରିଆ ଗ୍ରାମରେ ରହିଛି ସରଫଗଡ ପରିବେଶ ପର୍ଯ୍ୟଟନ ସ୍ଥଳୀ। ସ୍ଥାନୀୟ ଜିଲା ପ୍ରଶାସନ...

ସାହାରପଡ଼ା ବ୍ଲକର ଦ୍ୱିତୀୟ କରୋନା ପଜିଟିଭ ଚିହ୍ନଟ

ପାଟଣା,୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତର ଜଣେ ୫୫ ବର୍ଷୀୟ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସୂଚନା...

ବିଜେଡି ବିଧାୟକଙ୍କ ଗାଁରେ ଭାଜପାର ଜୋରଦାର ପ୍ରଚାର

କୋକସରା,୩।୨(ଡି.ଏନ୍‌.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଉଠୁଛି ପଡୁଛି ଗାଁଠୁ ସହର। ଏହାରି ଭିତରେ ଦଳୀୟ ପ୍ରାର୍ଥୀ ନିର୍ବାଚନ ପ୍ରଚାର ପାଇଁ ଅଣ୍ଟା ଭିଡିଛନ୍ତି। କୋକସରା ବ୍ଲକର...

Advertisement
Archives

Model This Week