ମା’ଙ୍କୁ ବଞ୍ଚାଇବା ପାଇଁ କୂଅକୁ ଡେଇଁଲେ ପୁଅ

ନୂଆପଡ଼ା ଅଫିସ୍‌,୨୩ା୧: ନୂଆପଡ଼ା ଜିଲା କୋମନା ଥାନା ସଦର ବଙ୍ଗଳାପଡ଼ାରେ ଶନିବାର କୂଅରେ ଖସିପଡ଼ିଥିଲେ ଜଣେ ବୃଦ୍ଧା। ଏହା ଦେଖି ମା’ଙ୍କୁ ଉଦ୍ଧାର କରିବା ପାଇଁ ପୁଅ ମଧ୍ୟ କୂଅକୁ ଡେଇଁପଡ଼ିଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚତ୍ ଉଭୟ ମା’ ଓ ପୁଅଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରିଛନ୍ତି। ସକାଳେ ବଙ୍ଗଳାପଡାର ଶଶିପ୍ରଭା ପାଣିଗ୍ରାହୀ (୬୬) ନିଜ କୂଅ ପାଖରେ ବସି ଖରା ପୋଉଁଥିଲେ। ସେହି ସମୟରେ ହଠାତ୍‌ ଭାରସାମ୍ୟ ହରାଇ ୨୦ଫୁଟ ଗଭୀର କୂଅରେ ପଡ଼ିଯାଇଥିଲେ। ଏହାଦେଖି ପୁଅ ସତ୍ୟନାରାୟଣ କୂଅ ଭିତରକୁ ଡେଇଁ ଶଶିପ୍ରଭାଙ୍କୁ ଟେକିରଖି ପାଟି କରିଥିଲେ। ଅନ୍ୟମାନେ ପହଞ୍ଚତ୍ ଦମକଳ ବାହିନୀକୁ ଖବର ଦେଇଥିଲେ। ପ୍ରାୟ ଅଧଘଣ୍ଟା ଟେକି ରଖିଲା ପରେ କୋମନା ଦମକଳ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ମା’ ଓ ପୁଅଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ଦିନରେ ମା’ ବିରଜାଙ୍କ ଷୋଡ଼ଶୋପଚାର ପୂଜା

ଯାଜପୁର ଟାଉନ,୨୮।୯(ଡି.ଏନ.ଏ.)- ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଷୋଡ଼ଶୋପଚାର ପୂଜା ଶନିବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। ଚଳିତ ବର୍ଷ ଦୂର୍ଗାପୂଜାରେ ତିଥି କ୍ଷୟ ଯୋଗୁ...

ସହମତିରେ ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ : ହାଇକୋର୍ଟ

କଟକ ଅଫିସ,୮ା୧: ବିବାହ ପ୍ରତିଶ୍ରୁତି ଦେଇ ସହମତିରେ ପ୍ରାପ୍ତ ବୟସ୍କା ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଲେ ବଳାତ୍କାର ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ...

କାମରେ ଲାଗୁନି ନୂଆ ନିମାପଡ଼ା ବସ୍‌ଷ୍ଟାଣ୍ଡ

ନିମାପଡ଼ା, ୨୧।୭ (ଡି.ଏନ୍‌.ଏ.): ନିମାପଡ଼ାରେ ନବନିର୍ମିତ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇ ନ ପାରି ଦୀର୍ଘଦିନ ଧରି ଅହେଳିତ ଅବସ୍ଥାରେ ରହିଛି। ଫଳରେ ନୂଆ ବସ୍‌ଷ୍ଟାଣ୍ଡ କାହା...

ବ୍ୟାଙ୍କ ଅଫ୍‌ ବରୋଦା ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ବଇଣ୍ଡା,୨।୬ (ଡି.ଏନ୍‌.ଏନ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ଗ୍ରାମରେ ଥିବା ବ୍ୟାଙ୍କ ଅଫ୍‌ ବରୋଦାରୁ ସୋମବାର ରାତିରେ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। କେତେକ...

ଛେଳି ଖାଇବାକୁ ଆସିଥିବା ୧୪ ଫୁଟର ଅହିରାଜ ଉଦ୍ଧାର, ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମ ମଝିସାହିର ପ୍ରଭାକର ବେହେରାଙ୍କ ଘରୁ ୧୪ ଫୁଟ ଲମ୍ବର ଏକ ଅହିରାଜକୁ...

ସାକ୍ଷୀଗୋପାଳଙ୍କ ଦର୍ଶନ କଲେ ମନ୍ତ୍ରୀ ଟୁକୁନି ସାହୁ

ସାକ୍ଷୀଗୋପାଳ,୨ା୧(ଡି.ଏନ୍‌.ଏ.): ନୂଆବର୍ଷରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ସାକ୍ଷୀଗୋପାଳଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ...

ସୀମାନ୍ତରେ ଗାଡ଼ି ଜାଳିଦେଲେ ମାଓବାଦୀ

ମାଲକାନଗିରି,୫ା୨(ଡି.ଏନ.ଏ.): ସୀମାନ୍ତରେ ପୁଣି ନିଜ ସ୍ଥିତି ଜାହିର କରିଛନ୍ତି ମାଓବାଦୀ। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲାରେ ଶୁକ୍ରବାର ମାଓବାଦୀମାନେ ହିଂସାର ଆଶ୍ରୟ ନେଇଛନ୍ତି।...

୧୮ରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆସନ୍ତା ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ...

Advertisement
Archives

Model This Week