Posted inଅପରାଧ

ବାପାଙ୍କୁ ଟାଙ୍ଗିଆରେ ହାଣି ମାରିଦେଲେ ପୁଅ

ପାଇକମାଳ,୧୧ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ନିଜ ଘରେ ବାପା, ପୁଅ ଝଗଡ଼ା ହୋଇଥିଲେ। ଝଗଡ଼ା ବଢ଼ି ଯିବାରୁ ପୁଅ ବିଦ୍ୟାଧର ଅଜଗର ରାଗରେ ବାପା ଧନୁର୍ଜୟ ଅଜଗର(୫୪)ଙ୍କୁ ଏକ ଟାଙ୍ଗିଆରେ ତିନି ଥର ଚୋଟ ମାରି ଲହୁଲୁହାଣ କରି ଦେଇ ଘରେ ପକାଇ ଦେଇଥିଲେ। ପରିବାର ଲୋକେ ତଥା ଗ୍ରାମବାସୀ ଖବର ପାଇ ଚେତାଶୂନ୍ୟ ହୋଇ ପଡ଼ିଥିବା ଧନୁର୍ଜୟଙ୍କୁ ବୁର୍ଲା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପାଇକମାଳ ଥାନାରେ ଏଯାଏ କେହି ରିପୋର୍ଟ କରି ନ ଥିବା ଜଣାପଡ଼ିଛି। ପୋଲିସ ମୃତକଙ୍କ ଘରେ ଜଗିଥିବା ବେଳେ ମୃତକଙ୍କ ଶବ ବୁର୍ଲା ଡାକ୍ତରଖାନା ରେ ପଡ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri