କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଯାଇ ବାପାଙ୍କୁ ମୁଖାଗ୍ନି ଦେଲେ ପୁଅ

ଦିଗପହଣ୍ଡି,୧୭ା୭(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମର ସୀମାଞ୍ଚଳ ସେଠୀ ରାଜ୍ୟ ବାହାରୁ ଫେରି ୧୦ଦିନ ହେଲା ଗ୍ରାମ ସଙ୍ଗରୋଧ କେନ୍ଦ୍ରରେ ରହୁଛନ୍ତି। ବୁଧବାର ବାପା ବିଶ୍ୱନାଥ ସେଠୀଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ମୃତ୍ୟୁ ହୋଇଥିଲା। ସମିତିସଭ୍ୟ ପ୍ରତିନିଧି ପି. ବାଲାଜୀ ରେଡ୍ଡୀ ଓ ସାମାଜିକ କର୍ମୀ ବି. ରୋହିତ ରେଡ୍ଡୀ ବିଡ଼ିଓ ହଳଧର ଶବରଙ୍କୁ ସାକ୍ଷାତ କରି ସମସ୍ତ ଘଟଣା ଅବଗତ କରାଇଥିଲେ। ବିଡିଓ କ୍ବାରାଣ୍ଟାଇନ ସେଣ୍ଟରକୁ ଯାଇ ସୀମାଞ୍ଚଳକୁ ଛାଡିବାକୁ ସେଣ୍ଟର ନୋଡାଲ ଅଧିକାରୀଙ୍କୁ କହିଥିଲେ। ପରେ ସୀମାଞ୍ଚଳ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଆସି ବାପାଙ୍କ ଅନ୍ତିମ ଦର୍ଶନ କରିବା ସହ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୭.୮୨ ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସମସ୍ତ ଘରକୁ ଘର ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା...

ଜଙ୍ଗଲରେ ନାବାଳିକାଙ୍କ ମୃତଦେହ

ସୋରଡା,୨୦ା୯(ଡି.ଏନ୍‌.ଏ.)- ସୋରଡା-ଅସୁରବନ୍ଧ ବାଉଁଶିଆ ଜଙ୍ଗଲରେ ଜଣେ ନାବାଳିକାଙ୍କ ମୃତଦେହ ପଡିଥିବା ଖବର ପାଇ ସୋରଡା ତାନା ଅଧିକାର ପ୍ରଭାତ ସାହୁ, ବଡଗଡ ଥାନା ଅଧିକାରୀ ପ୍ରତାପ...

ପାଉଚ ମଦରେ ନିଆଁ ଲଗାଇଲେ ମହିଳା

ବୌଦ୍ଧ, ୨୩।୭.(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ମହିଳାମାନେ ମଦ ବିରୋଧୀ ଆନ୍ଦୋଳନ କରିଛନ୍ତି। ଜିଲାରେ ବହୁ ସଂଖ୍ୟାରେ କୁଚିଆ ମଦ ଦୋକାନ ଖୋଲାଯାଇ ଦେଶୀ, ବିଦେଶୀ ମଦ ବିକ୍ରି...

୫ ଜିଲାରେ ଆରମ୍ଭ ହେବ ମିଶନ ଇନ୍ଦ୍ରଧନୁଷ୍‌-୨

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ରାଜ୍ୟର ୫ ଜିଲାରେ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ମିଶନ ଇନ୍ଦ୍ରଧନୁଷ୍‌-୨ ଆରମ୍ଭ ହେବ। ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ମିଶନ ଇନ୍ଦ୍ରଧନୁଷ୍‌...

ନାକ୍‌ ମାନ୍ୟତା ପାଇନାହାନ୍ତି ରାଜ୍ୟର ୮୪% ଶିକ୍ଷାନୁଷ୍ଠାନ: ବିପୁଳ ଆର୍ଥିକ ଅନୁଦାନ ହରାଉଛି ରାଜ୍ୟ

ଭୁବନେଶ୍ୱର,୨୧।୬: କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକାରେ ଓଡ଼ିଶାର ସରକାରୀ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି।...

ଋଷିକୂଲ୍ୟା ଜଳସ୍ତର ବଢୁଛି: ଗାଁରେ ପଶିଲା ପାଣି, ବିଡିଓ କଲେ ଅନୁଧ୍ୟାନ

ଗଞ୍ଜାମ,୧୪ା୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଦ୍ୱାରା ଋଷିକୁଲ୍ୟା ଜଳସ୍ତର ବଢୁଛି। ଏହି ନଦୀ ଜଳ ଓ ବର୍ଷାପାଣି...

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ହାତୀ ମୃତ୍ୟୁର ଅନୁଧ୍ୟାନ କରିବ ୬ ଜଣିଆ କମିଟି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ହାତୀଙ୍କୁ ହରପିସ୍‌ ସଂକ୍ରମଣକୁ ନେଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହାର ଅନୁଧ୍ୟାନ ପାଇଁ ସେଣ୍ଟ୍ରାଲ ଜୁ’ ଅଥରିଟି ପକ୍ଷରୁ ଏକ...

Advertisement


Archives

Model This Week