କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଯାଇ ବାପାଙ୍କୁ ମୁଖାଗ୍ନି ଦେଲେ ପୁଅ

ଦିଗପହଣ୍ଡି,୧୭ା୭(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମର ସୀମାଞ୍ଚଳ ସେଠୀ ରାଜ୍ୟ ବାହାରୁ ଫେରି ୧୦ଦିନ ହେଲା ଗ୍ରାମ ସଙ୍ଗରୋଧ କେନ୍ଦ୍ରରେ ରହୁଛନ୍ତି। ବୁଧବାର ବାପା ବିଶ୍ୱନାଥ ସେଠୀଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ମୃତ୍ୟୁ ହୋଇଥିଲା। ସମିତିସଭ୍ୟ ପ୍ରତିନିଧି ପି. ବାଲାଜୀ ରେଡ୍ଡୀ ଓ ସାମାଜିକ କର୍ମୀ ବି. ରୋହିତ ରେଡ୍ଡୀ ବିଡ଼ିଓ ହଳଧର ଶବରଙ୍କୁ ସାକ୍ଷାତ କରି ସମସ୍ତ ଘଟଣା ଅବଗତ କରାଇଥିଲେ। ବିଡିଓ କ୍ବାରାଣ୍ଟାଇନ ସେଣ୍ଟରକୁ ଯାଇ ସୀମାଞ୍ଚଳକୁ ଛାଡିବାକୁ ସେଣ୍ଟର ନୋଡାଲ ଅଧିକାରୀଙ୍କୁ କହିଥିଲେ। ପରେ ସୀମାଞ୍ଚଳ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଆସି ବାପାଙ୍କ ଅନ୍ତିମ ଦର୍ଶନ କରିବା ସହ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri