ଏହି ପ୍ରସିଦ୍ଧ ଅଭିନେତାଙ୍କ ପୁଅ ବି କରିଥିଲେ ରାଜକୀୟ ବିବାହ

ସାଉଥ ସିନେମାର ପ୍ରସିଦ୍ଧ ଅଭିନେତା ନାଗା ଚୈତନ୍ୟ ଅନେକ ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଚୈତନ୍ୟ ପ୍ରସିଦ୍ଧ ସୁପରଷ୍ଟାର ଅଭିନେତା ଆକ୍କିନେନି ନାଗାର୍ଜୁନଙ୍କ ପୁଅ।
ଆକ୍କିନେନିଙ୍କର ଦୁଇଟି ବିବାହ ହୋଇଥିଲା। ସେ ପ୍ରଥମେ ଲକ୍ଷ୍ମୀ ଦାଗ୍‌ଗୁବତୀଙ୍କୁ ବିବାହ କରିଥିଲେ। ପରେ ତାଙ୍କର ଏକ ପୁତ୍ର ସନ୍ତାନ ହୋଇଥିଲା। ଯାହାର ନାମ ଚୈତନ୍ୟ। ତାଙ୍କ ଜନ୍ମର କିଛି ଦିନ ପରେ ଉଭୟ ମା’ ବାପାଙ୍କ ଛାଡପତ୍ର ହୋଇଯାଇଥିଲେ। ଚୈତନ୍ୟଙ୍କ ଚେନ୍ନାଇରେ ପଢ଼ିଥିଲେ। ପରେ ସେ ମୁମ୍ବାଇ ଏବଂ ଲସ୍‌ଆଞ୍ଜେଲସ୍‌ରୁ ଅଭିନୟ ଅଧ୍ୟୟନ କରିଥିଲେ।

ଚୈତନ୍ୟ ୨୦୦୯ ରେ ଅଭିନୟ ଜଗତରେ ପାଦ ଦେଇଥିଲେ। ସେ ଜୋସ ଫିଲ୍ମରୁ ନିଜ କ୍ୟାରିଅର୍‌ ଆରମ୍ଭ କରିଥିଲେ । ପରେ ସେ ସାଉ୍‌ଥ୍‌ ଇଣ୍ଡଷ୍ଟ୍ରିକୁ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି।
ଶେଷରେ ସେ ‘ଭେଙ୍କି ମାମା’ ଫିଲ୍ମରେ ଅଭିନୟ କରିଥିଲେ। ଏହି ଫିଲ୍ମ ଦର୍ଶକଙ୍କଠାରୁ ମିଶ୍ରିତ ପ୍ରତିକ୍ରିୟା ଗ୍ରହଣ କରିଥିଲା। ସେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଅନେକ ପୁରସ୍କାର ଜିତିଛନ୍ତି। ଫିଲ୍ମ ବ୍ୟତୀତ ସେ ବ୍ୟକ୍ତିଗତ ଜୀବନ ପାଇଁ ମଧ୍ୟ ଜଣାଶୁଣା । ସାଉଥ ସିନେମାର ପ୍ରସିଦ୍ଧ ଅଭିନେତ୍ରୀ ସମନାଥ ରୁତୁ ପ୍ରଭୁଙ୍କୁ ବିବାହ କରିଛନ୍ତି।

ଉଭୟ ଦୀର୍ଘ ଦିନଧରି ପରସ୍ପରକୁ ଡେଟ୍‌ କରିଥିଲେ। ୨୦୧୫ରୁ ଏହି ଦୁଇଜଣ ପରସ୍ପରକୁ ଡେଟ୍‌ ଆରମ୍ଭ କରିଥିଲେ । ପରେ ୨୦୧୭ରେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଦୁହେଁ ଗୋଆରେ ହିନ୍ଦୁ ଏବଂ ଖ୍ରୀଷ୍ଟିଆନ ରୀତିନୀତିରେ ବିବାହ କରିଥିଲେ। ଉଭୟଙ୍କ ରାଜକୀୟ ବିବାହ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri