ମା’କୁ କୁରାଢ଼ିରେ ହାଣିଲା ପୁଅ

ବାରିପଦା ଅଫିସ,୨୧ା୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଚକୁଳିଆ ଗ୍ରାମରେ ଜନ୍ମ କଲା ମା’ଙ୍କୁ କୁରାଢ଼ିରେ ହାଣିଛି ପୁଅ। ଅଭିଯୁକ୍ତ ପୁଅ ହେଲେ ଲୋସ ହେମ୍ବ୍ରମ। ମୃତକ ମା’ ଗୁରୁବାରି ହେମ୍ବ୍ରମ। ରାସଗୋବିନ୍ଦପୁର ଥାନା ଅଧିକାରିଣୀ ଲୋପାମୁଦ୍ରା ନାୟକ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ପୁଅକୁ ଗିରଫ କରିଛନ୍ତି। ଘଟଣା ଅନୁସାରେ ରବିବାର ବିଳମ୍ବିତ ରାତିରେ ଘରୋଇ ବଚସାକୁ ନେଇ ନିଶାସକ୍ତ ପୁଅ ପାଖରେ ଥିବା ଧାରୁଆ କୁରାଢ଼ିରେ ମା’ର ମୁଣ୍ଡ ଉପରକୁ ଆକ୍ରମଣ କରିଥିଲା। ତେବେ ଘର ଭିତର ରକ୍ତ ଜୁଡୁବୁଡୁ ଅବସ୍ଥାରେ ମା’ର ମୃତ୍ୟୁ ହୋଇଥିଲେ। ଆଜି ସକାଳୁ ଗ୍ରାମବାସୀ ଖବର ଜାଣିବା ପରେ ପୋଲିସକୁ ଖବର ଦେଇଥିଲେ ଏବଂ ଅଭିଯୁକ୍ତ ପୁଅକୁ ଗିରଫ କରିବା ସହିତ ଘଟଣାସ୍ଥଳରୁ କୁରାଢ଼ି ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବନଙ୍କୁ ଚିହ୍ନିଲେ ଅଞ୍ଜନା

ଭୁବନେଶ୍ୱର,୪।୩ (ବ୍ୟୁରୋ): ଦୀର୍ଘ ୨୨ବର୍ଷ ପରେ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍‌ ବା...

ଖୁଣ୍ଟୁଣୀ ବନାଞ୍ଚଳରୁ ୮ ଶିକାରୀ ଗିରଫ: ମାଂସ, ବନ୍ଧୁକ ଜବତ

ଖୁଣ୍ଟୁଣୀ,୪।୫(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ସୋମବାର ସକାଳେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ କରୁଥିବାବେଳେ ଶିକାରୀ ପାଇଁ ଆସିଥିବା ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି...

ଏବେ ଖୋଲିବନି ୧ମରୁ ୮ମ ଶ୍ରେଣୀ

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଏବେ ୧ମରୁ ୮ମ ଶ୍ରେଣୀ ଖୋଲିବ ନାହିଁ। ମହାରାଷ୍ଟ୍ର, କେରଳ, ଗୁଜରାଟ ଆଦି କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା...

ଦେବ ଦୀପାବଳି ଉତ୍ସବ: କୌଶଲ୍ୟା, ଦଶରଥଙ୍କୁ ଦୀପଦାନ

ପୁରୀ ଅଫିସ,୨୬ା୧୧: ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ...

ଆଇଡିଏଚ୍‌ରେ ଅବ୍ୟବସ୍ଥା ଅଭିଯୋଗ

ପୁରୀ ଅଫିସ,୩।୫: ପୁରୀ ଜିଲାରେ ଶନିବାର ୩୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀ ସହରରୁ ୧୩୩ ଜଣ ସଂକ୍ରମିତ ରହିଛନ୍ତି। ସେହିପରି ପୁରୀ...

କୋଭିଡ କଟକଣାକୁ ଫୁ’, ମନ୍ଦିରରେ ଧସେଇ ପଶିଲେ ଶ୍ରଦ୍ଧାଳୁ

ଭୋଗରାଇ,୧୫।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ପ୍ରଶାସନର କୋଭିଡ କଟକଣାକୁ ଫୁ’ କରି ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମନ୍ଦିରରେ ଧସେଇ ପଶିଛନ୍ତି ଶ୍ରଦ୍ଧାଳୁ। ଚୈତ୍ରମାସର ପ୍ରଥମ ସୋମବାରରେ...

ଜୁଲାଇ ୨୨ରେ ଶପଥ ନେବେ ୪ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ

ଭୁବନେଶ୍ୱର,୧୮ା୭(ବ୍ୟୁରୋ)-ଆସନ୍ତା ୨୨ ତାରିଖରେ ଓଡିଶାରୁ ନବ ନିର୍ବାଚିତ ୪ ଜଣ ରାଜ୍ୟ ସଭା ସଦସ୍ୟ ପାର୍ଲାମେଣ୍ଟର ହାଉସ ଅଫ ଚାମ୍ବରରେ ଶପଥ ଗ୍ରହଣ କରିବେ। ସାମାଜିକ...

ବେଆଇନ ପାଥୋଲାବ୍‌ରେ ଚଢ଼ାଉ: ୭ ଦିନ ମଧ୍ୟରେ କାଗଜପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ

ବାଲେଶ୍ୱର ଅଫିସ,୨୭।୨: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଗୁରୁବାର ବିଭିନ୍ନ ପାଥୋଲାବ୍‌ରେ ଚଢ଼ାଉ କରାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ଶ୍ରୀଗଣେଶ, ପ୍ରଶାନ୍ତି,...

Advertisement
Archives

Model This Week