ମା’ଙ୍କ ଜୀବନ ନେଲା ପୁଅ

ଖଇରା,୧୮।୨(ଡି.ଏନ.ଏ) ବାଲେଶ୍ବର ଜିଲା ଖଇରା ବ୍ଲକ ମିରିପୁର ଖଇରା ଗ୍ରାମରେ ରଘୁନାଥ ଶିଅଳଙ୍କ ସାନ ପୁଅ ଜଗବନ୍ଧୁ ବୁଧବାର ବିଳମ୍ବିତ ରାତିରେ ମଦ ପିଇ ନିଶାଶକ୍ତ ଅବସ୍ଥାରେ ଘରକୁ ଫେରିଥିଲେ । ଘରକୁ ଫେରିବା ପରେ ମା’ ମଣି ଶିଅଳଙ୍କ ସମେତ ବାପା ଓ ଭଉଣୀ ସହିତ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଜଗବନ୍ଧୁ ପ୍ରଥମେଠେଙ୍ଗା ବାପା ଓ ଭଉଣୀ ଯଶୋଦା ଶିଅଳ କୁ ଆକ୍ରମଣ କରିଥିଲେ। ବାପା ଓ ଭଉଣୀ ଭୟଭୀତ ହୋଇ ବାହାରକୁ ପଳେଇ ଆସିଥିଲେ। ପରେ ଜଗବନ୍ଧୁ ନିଜ ମା’ଙ୍କୁ ଆକ୍ରମଣ କରି ରକ୍ତାକ୍ତ କରି ଦେଇଥିଲେ। ଘଟଣାସ୍ଥଳରେ ମଣିଙ୍କର ମୃତ୍ୟୁ ଘଟିଛିା ଖଇରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଜଗବନ୍ଧୁଙ୍କୁ ଗିରଫ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟିଲୋରେ ଝୁଲଣ ଯାତ୍ରା ଆରମ୍ଭ : ସଂକୀର୍ତ୍ତନ କରି ଠାକୁରଙ୍କୁ ଝୁଲାଇଲେ ଭକ୍ତ

ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.) : ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋସ୍ଥିତ ଶ୍ରୀ ନୀଳମାଧବ ଜୀଉ ପୀଠ, ରାଧାମୋହନ ଜୀଉ ମଠ, ଠାକୁର ଅଭିରାମ ପରମହଂସ ଦେବଙ୍କ...

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ...

ଅପରାହ୍ନ ୨ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଖୋର୍ଦ୍ଧା ସବ୍‌ଡିଭିଜନ୍‌ ଶଟ୍‌ଡାଉନ: ଜୁନ୍‌ ୩୦ ଯାଏ କଟକଣା ବଳବତ୍ତର

ଖୋର୍ଦ୍ଧା ଅଫିସ,୧୬।୬ : କରୋନା ନିୟନ୍ତ୍ରଣ ପାଇଁ ଖୋର୍ଦ୍ଧା ସବ୍‌ଡିଭିଜନ୍‌ରେ ଅପରାହ୍ନ ୨ଟାରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଶର୍ଟଡାଉନ୍‌ ଘୋଷଣା କରାଯାଇଛି। ଜୁନ ୩୦...

ଟୋକନ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ପ୍ରତିବାଦ

କଲମପୁର,୧୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀଙ୍କ ଆନ୍ଦୋଳନ ବୃଦ୍ଧି ପାଇବାରେ ଲାଗିଛି । ଟୋକନ ଦାବିରେ ଶୁକ୍ରବାର ସକାଳୁ...

ସିଏସ୍‌ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ...

ଅଭାବରେ ଚାଲିଛି ଅଗ୍ନିଶମ ସେବା

ରାଉରକେଲା,୧।୯(ସଙ୍ଗୀତା ଜେନା): ଝଡ଼ବତାସ, ଅଗ୍ନିକାଣ୍ଡ, ଜଙ୍ଗଲ ନିଆଁ, ବନ୍ୟା ଓ ଅନ୍ୟ ଆପାତକାଳୀନ ପରିସ୍ଥିତିରେ ଅଗ୍ନିଶମ ବା ଦମକଳ ବାହିନୀଙ୍କୁ ଖୋଜାପଡେ। ସେମାନେ ତୁରନ୍ତ ଘଟଣାସ୍ଥଳରେ...

ଘର ସମ୍ମୁଖରେ ବାସନ ମାଜୁଥିଲେ ମହିଳା: ଚଢ଼ିଗଲା କାର

ପାଟଣା,୧୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କରଞ୍ଜିଆଦେଇ ଯାଇଥିବା ୨୨୦ ନଂ. ରାଜପଥର ଧାନବେଣୀ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ...

କୀର୍ତ୍ତିି ଭାସନ ଭି.ହେଲେ ଡିଆର୍‌ଡିଏ ପିଡି

ଛତ୍ରପୁର,୧୯ ।୬(ଡି.ଏନ.ଏ.)- ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ର ନୂତନ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଭି.କୀର୍ତ୍ତୀ ଭାସନ ଶନିବାର ଅପରାହ୍ନରେ କାର୍ଯ୍ୟରେ ଯୋଗ...

Advertisement
Archives

Model This Week