ବାପାଙ୍କୁ ହତ୍ୟାକରି ଚତୁର୍ଥୀ ପୂର୍ବରୁ ଜେଲଗଲେ ପୁଅ

କେନ୍ଦୁଝର/ଝୁମ୍ପୁରା,୯ା୭ (ସ୍ବ.ପ୍ର.): ବିବାହ ସରିଲା। ଚତୁର୍ଥୀ ପାଇଁ ଘର ଦୁଆରେ ସାଜସଜ୍ଜା ଚାଲିଥିଲା। କିଛି ଘଣ୍ଟା ପରେ ହୋଇଥାନ୍ତା ଚତୁର୍ଥୀ। ମାତ୍ର ବାପାଙ୍କୁ ହତ୍ୟାକରି ଜେଲ ଗଲେ ପୁଅ। ଗୁରୁବାର ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଚମ୍ପୁଆ ବ୍ଲକ ବାରିଆ ଥାନା ପୋଡାସିମିଳା ଗାଁ କୁଦୁରୁ ସାହିରେ। ଅଭିଯୁକ୍ତ ପୁଅ ହେଲେ ସୁନିଲ ନାଏକ।
ପ୍ରକାଶ ଯେ, କୁଦୁରୁ ସାହିର କୁଶ ନାଏକଙ୍କ ପୁଅ ସୁନୀଲ। ୪ ଦିନ ତଳେ ବିବାହ କରିଥିଲେ । ଗୁରୁବାର ଥିଲା ତାଙ୍କର ଚତୁର୍ଥୀ। ତେବେ ସକାଳୁ କୌଣସି କଥାକୁ ନେଇ ବାପ କୁଶ ଓ ସୁନୀଲଙ୍କ ମଧ୍ୟରେ ପାଟୁତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷୀପ୍ତ ହୋଇ ସୁନିଲ ରାଗରେ କୋଦାଳରେ ହାଣି କୁଶଙ୍କୁ ହାଣି କରିଛନ୍ତି। ଘଟଣାସ୍ଥଳରେ କୁଶଙ୍କର ମୃତ୍ୟୁ ଘଟିଛି। ଖବର ପାଇ ବାରିଆ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚିଚି ଅଭିଯୁକ୍ତ କୁଶଙ୍କୁ ଗିରଫ କରିଛି। ଏ ନେଇ ଥାନାରେ କେସ୍‌ ନଂ. ୪୩/୨୦ ଏକ ମାମଲା ରୁଜୁ କରିଛି।
ମୃତ କୁଶ ୪ ଜଣଙ୍କୁ ବିବାହ କରିଥିଲେ। ତାଙ୍କର ଦ୍ବିତୀୟ ସ୍ତ୍ରୀଙ୍କ ପୁଅ ଥିଲେ ସୁନୀଲ। ଏହି ଘଟଣା ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନହାନି ମାମଲା ଚେତାବନୀ ଦେଲେ ସଞ୍ଜୟ ନାୟକ

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଓଲିଉଡ୍‌ରେ କାଷ୍ଟିଂ କାଉଚ୍‌ ଘଟଣାକୁ ନେଇ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଓରଫ୍‌ ଟୁଟୁ ଶୁକ୍ରବାର ମୁହଁ ଖୋଲିଛନ୍ତି। କାଷ୍ଟିଂ କାଉଚ୍‌ ଅଭିଯୋଗ...

କ୍ୟାବିନେଟ ନିଷ୍ପତ୍ତି: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହେବ

ଭୁବନେଶ୍ୱର,୧୭ା୬(ବ୍ୟୁରୋ)-ଚଳିତବର୍ଷ ପୁରୀରେ ଶ୍ରୀଜୀଉଙ୍କ ରଥଯାତ୍ରା ଅନୁଷ୍ଠିତ ହେବ ନାହିଁ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଆଇନ ବିଭାଗ...

ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା...

ଶାହାଙ୍କ ଗସ୍ତକୁ ସୁନ୍ଦରଗଡ଼ରେ ବିରୋଧ: କୁଶପୁତ୍ତଳିକା ଦାହ କଲେ କଂଗ୍ରେସ କର୍ମୀ

ସୁନ୍ଦରଗଡ଼,୨୮।୨(ଡି.ଏନ୍‌.ଏ.): ସ୍ଥାନୀୟ ଡିଆର୍‌ଡିଏ ଛକଠାରେ ଶୁକ୍ରବାର ମଧ୍ୟାହ୍ନରେ ପୂର୍ବତନ ଜିଲାସଭାପତି ବେଣୁ ମାଧବ ତ୍ରିପାଠୀଙ୍କ ନେତୃତ୍ୱରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କ ସ୍ବେଚ୍ଛାଚାରୀ ଓ ହିଂସା...

୬ ଦାଦନ ଶ୍ରମିକ ଉଦ୍ଧାର

କର୍ଲାମୁଣ୍ଡା,୧୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ଭୁଏରମୁଣ୍ଡା ଗ୍ରାମର ୬ଜଣ ଯୁବକ ଅର୍ଥ ରୋଜଗାର ଆଶାରେ ଦାଦନ ଶ୍ରମିକ ଭାବେ...

ସାମାଜିକ ଦୂରତ୍ୱ ମାନୁ ନାହାନ୍ତି ଗ୍ରାହକ

କେନ୍ଦୁଝର/ଚମ୍ପୁଆ, ୨୩ା୫(ଡି.ଏନ୍‌.ଏ.)-କରୋନା ସଂକ୍ରମଣର ପ୍ରତିରୋଧ ପାଇଁ ଦେଶକୁ ଲକ୍‌ଡାଉନ୍‌ କରିବା ସହ ସାମାଜିକ ଦୂରତା ରକ୍ଷା କରିବା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଦୋକାନରୁ...

‘ଲିଙ୍ଗରାଜଙ୍କ ପାଇଁ ହୋଇନି ବାଇ-ଲ ପ୍ରତ୍ୟାହାର’

ଭୁବନେଶ୍ୱର, ୧୦ା୨(ବ୍ୟୁରୋ): କେବଳ ପୁରୀ ଶ୍ରୀମନ୍ଦିର ପାଇଁ ବାଇ-ଲ ପ୍ରତ୍ୟାହାର ହୋଇଛି। ଲିଙ୍ଗରାଜ ମନ୍ଦିର ପାଇଁ ହୋଇନାହିଁ। ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ (ଏନ୍‌ଏମ୍‌ଏ)ର ପ୍ରସ୍ତାବିତ ଚିଠା...

ବିକାଶ ପାଇଁ ପ୍ରତି ଓ୍ବାର୍ଡକୁ କୋଟିଏ

ଭୁବନେଶ୍ୱର, ୨୦।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଦ୍ୱିତୀୟ କର୍ପୋରେଶନ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଏମ୍‌ସି...

Advertisement
Archives

Model This Week