ବାପାଙ୍କୁ ହତ୍ୟାକରି ଚତୁର୍ଥୀ ପୂର୍ବରୁ ଜେଲଗଲେ ପୁଅ

କେନ୍ଦୁଝର/ଝୁମ୍ପୁରା,୯ା୭ (ସ୍ବ.ପ୍ର.): ବିବାହ ସରିଲା। ଚତୁର୍ଥୀ ପାଇଁ ଘର ଦୁଆରେ ସାଜସଜ୍ଜା ଚାଲିଥିଲା। କିଛି ଘଣ୍ଟା ପରେ ହୋଇଥାନ୍ତା ଚତୁର୍ଥୀ। ମାତ୍ର ବାପାଙ୍କୁ ହତ୍ୟାକରି ଜେଲ ଗଲେ ପୁଅ। ଗୁରୁବାର ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଚମ୍ପୁଆ ବ୍ଲକ ବାରିଆ ଥାନା ପୋଡାସିମିଳା ଗାଁ କୁଦୁରୁ ସାହିରେ। ଅଭିଯୁକ୍ତ ପୁଅ ହେଲେ ସୁନିଲ ନାଏକ।
ପ୍ରକାଶ ଯେ, କୁଦୁରୁ ସାହିର କୁଶ ନାଏକଙ୍କ ପୁଅ ସୁନୀଲ। ୪ ଦିନ ତଳେ ବିବାହ କରିଥିଲେ । ଗୁରୁବାର ଥିଲା ତାଙ୍କର ଚତୁର୍ଥୀ। ତେବେ ସକାଳୁ କୌଣସି କଥାକୁ ନେଇ ବାପ କୁଶ ଓ ସୁନୀଲଙ୍କ ମଧ୍ୟରେ ପାଟୁତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷୀପ୍ତ ହୋଇ ସୁନିଲ ରାଗରେ କୋଦାଳରେ ହାଣି କୁଶଙ୍କୁ ହାଣି କରିଛନ୍ତି। ଘଟଣାସ୍ଥଳରେ କୁଶଙ୍କର ମୃତ୍ୟୁ ଘଟିଛି। ଖବର ପାଇ ବାରିଆ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚିଚି ଅଭିଯୁକ୍ତ କୁଶଙ୍କୁ ଗିରଫ କରିଛି। ଏ ନେଇ ଥାନାରେ କେସ୍‌ ନଂ. ୪୩/୨୦ ଏକ ମାମଲା ରୁଜୁ କରିଛି।
ମୃତ କୁଶ ୪ ଜଣଙ୍କୁ ବିବାହ କରିଥିଲେ। ତାଙ୍କର ଦ୍ବିତୀୟ ସ୍ତ୍ରୀଙ୍କ ପୁଅ ଥିଲେ ସୁନୀଲ। ଏହି ଘଟଣା ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଣ କରାଇ ଦେବା ନାଁରେ ଠକେଇ, ୨ ଗିରଫ

ରାଇରଙ୍ଗପୁର,୧୨ା୬(ଡି.ଏନ୍‌.ଏ.)- ଋଣ କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରି କୋର୍ଟ...

ପିପି, ଏପିପିଙ୍କ ସହ ଆଲୋଚନା: ଦଣ୍ଡ ହାର ବୃଦ୍ଧି ଉପରେ ଏସ୍‌ପିଙ୍କ ଗୁରୁତ୍ୱାରୋପ

ଛତ୍ରପୁର,୨ା୧(ଡି.ଏନ୍‌.ଏ.)-ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଗୁରୁବାର ଜିଲାର ପବ୍ଲିକ୍‌ ପ୍ରୋସିକ୍ୟୁଟର(ପିପି), ଆସିଷ୍ଟାଣ୍ଟ ପବ୍ଲିକ୍‌ ପ୍ରୋସିକ୍ୟୁଟର(ଏପିପି)ଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏସ୍‌ପିଙ୍କ କାର୍ଯ୍ୟାଳୟଠାରେ...

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ନବୀନ ନିବାସ ନ ଆସି ଅନାଥ, ଭିନ୍ନକ୍ଷମ ପିଲାଙ୍କ ପାଇଁ କାମ କରିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ...

ମ୍ୟାନ୍‌ମାର ଆଡ଼େ ମୁହାଁଇବ ଝଡ଼, ଓଡ଼ିଶାକୁ ବିପଦ ନାହିଁ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ ସଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮...

ଘରୁ ଲୁଟିନେଲେ ୫ଭରି ସୁନା, ୪ଲକ୍ଷ ଟଙ୍କା

ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ...

ମଞ୍ଚ ପାଇଁ ବଞ୍ଚୁଥିବା ମଣିଷ ଦୁର୍ଯ୍ୟୋଧନ

ରତ୍ନଗିରି,୧୪-୧(ଡିଏନ୍‌ଏ):ମଞ୍ଚରେ ଓ ମଞ୍ଚ ପାଇଁ ବଞ୍ଚୁଥିବା ମଣିଷ ହେଉଛନ୍ତି ବରୀ ବ୍ଲକ ଅଧୀନ ବାଲିବିଲି ଗ୍ରାମର ଦୁର୍ଯ୍ୟୋଧନ ପରିଡା(୬୪)। ପିଲାଟି ଦିନରୁ ତୁଳସୀ ଦୁଇପତ୍ରରୁ ବାସିବା...

୪୬ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୩୮ ସୁରଟ ଫେରନ୍ତା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି...

ଗଞ୍ଜାମରେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ଅଞ୍ଚଳରେ ୫ ଦିନ ଶଟ୍‌ଡାଉନ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମୁକାବିଲା ପାଇଁ ଗୁରୁବାରଠାରୁ ସମସ୍ତ ସହରାଞ୍ଚଳ, ୫ ବ୍ଲକ ହେଡକ୍ୱାର୍ଟରରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ ହୋଇଛି।...

Coronavirus Update

Archives

Model This Week

Why Dharitri