ମନ୍ତ୍ରୀଙ୍କ ଚେତାବନୀ ପରେ ବଦଳିବ ‘ମଧୁବନ’ ଗୀତ

ଭୋପାଲ,୨୭।୧୨: ବଲିଉଡ୍‌ ଅଭନେତ୍ରୀ ସନ୍ନି ଲିଓନଙ୍କ ଗୀତ ‘ମଧୁବନ’ ବିବାଦ ଘେରକୁ ଆସିବା ପରେ ଏହାକୁ ନେଇ ସେ ଚର୍ଚ୍ଚାରେ ଅଛନ୍ତି। ତେବେ ଏହି ଗୀତର ମ୍ୟୁଜିକ ଭିଡିଓ ବଦଳାଇବେ ବୋଲି କମ୍ପାନୀ ପ୍ରତିଶ୍ରୁତି ଦେଇଛି । ଏହି ଗୀତକୁ ନେଇ ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ଅଭିଯୋଗ କରିଥିଲେ ଯେ, ଏହି ଭିଡିଓ ହିନ୍ଦୁମାନଙ୍କ ଧାର୍ମିକ ଭାବନାକୁ ଆଘାତ ଦେଇଛି। ଏହି ଗୀତ ପାଇଁ ସନ୍ନି କ୍ଷମା ମାଗିବା ସହ ୩ ଦିନ ମଧ୍ୟରେ ନ ହଟାଇଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଥିଲେ ।

ମଧ୍ୟପ୍ରଦେଶ ମନ୍ତ୍ରୀ ସାରେଗାମା ସୋସିଆଲ ମିଡିଆରେ ଏକ ଅଫିସିଆଲ ଷ୍ଟେଟମେଣ୍ଟ୍‌ ଜାରି କରିଛନ୍ତି । ଦେଶବାସୀଙ୍କ ଭାବନାକୁ ସମ୍ମାନ ଦେଇ ଆମେ ମଧୁବନ ଗୀତର ନାମ ଏବଂ ଲିରିକ୍ସ ପରିବର୍ତ୍ତନ କରିବୁ। ଆଗାମୀ ୩ ଦିନ ମଧ୍ୟରେ ସମସ୍ତ ପ୍ଲାଟଫର୍ମରେ ପୁରୁଣା ଗୀତକୁ ରିପ୍ଲେସ କରିଦିଆଯିବ ବୋଲି ମ୍ୟୁଜିକ ଲେବଲ ଏହାର ବୟାନରେ ଲେଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସର୍ବାଧିକ ପ୍ରଦୂଷିତ ରାଜଧାନୀ

ନୂଆଦିଲ୍ଲୀ, ୨୬ା୨(ପି.ଟି.): ଦିଲ୍ଲୀ ବିଶ୍ୱର ସବୁଠାରୁ ଅଧିକ ପ୍ରଦୂଷିତ ରାଜଧାନୀ ସହର ଭାବେ ପରିଗଣିତ ହୋଇଛି। ଓ୍ବାଲର୍‌ଡ ଏୟାର୍‌ କ୍ୱାଲିଟି ରିପୋର୍ଟ-୨୦୧୯ ରିପୋର୍ଟ ଅନୁଯାୟୀ ବିଶ୍ୱର...

ଖୋଲିଲା କରତାରପୁର କରିଡର

ନୂଆଦିଲ୍ଲୀ,୧୮ ।୧୧: ଦୀର୍ଘ ପ୍ରାୟ ୨୦ ମାସ ପରେ ଖୋଲିଛି କରତାରପୁର କରିଡର । ପ୍ରଥମଥର ପାଇଁ ୨୮ ଜଣ ଭାରତୀୟ ଶିଖ ବୁଧବାର ଭିଜା...

ଗିରଫ ହେଲେ କାଳିଚରଣ

ରାୟପୁର,୩୦ ।୧୨: ମହାତ୍ମା ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ଟିପ୍ପଣି ଦେଇଥିବା କାଳିଚରଣ ମହାରାଜଙ୍କୁ ଶେଷରେ ପୋଲିସ ଗିରଫ କରିଛି । ରାୟପୁର ପୋଲିସ ତାଙ୍କୁ ମଧ୍ୟପ୍ରଦେଶର...

ଭାରତ ଉପରେ ଆକ୍ରମଣ କରୁଥିବା ବ୍ୟକ୍ତିଙ୍କୁ ଉପହାର ଦେବେ ବୀଣା

ମୁମ୍ବାଇ: ପାକିସ୍ତାନୀ ଅଭିନେତ୍ରୀ ବୀଣା ମଲିକ ପ୍ରତିଥର କିଛି ନା କିଛି ଭାରତ ବିରୋଧୀ କଥା କହି ଆସିଥାଆନ୍ତି ଚର୍ଚ୍ଚାକୁ। ବିଗ୍‌ ବସ୍‌ କଣ୍ଟେଷ୍ଟାଣ୍ଟ ଭାବେ...

ହାଇଦ୍ରାବାଦ ଗୋଦାମରେ ଅଗ୍ନିକାଣ୍ଡ: ୧୧ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୩।୩: ହାଇଦ୍ରାବାଦରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ବୋୟାଗୁଡ଼ା ଅଞ୍ଚଳରେ ଏକ କବାଡ଼ିଆ ଦୋକାନରେ ନିଆଁ ଲାଗିଯାଇଛି। ଏହି ଅଗ୍ନିକାଣ୍ଡରେ ୧୧ଜଣ ଶ୍ରମିକ ଜୀବନ୍ତ ଦଗ୍ଧ...

୨୧ ବର୍ଷର ସମ୍ପତ୍ତି ବିବାଦ ଶେଷ, ଯୋଗୀ-ଧାମିଙ୍କ ସମାଧାନ ସୂତ୍ର…

ଲକ୍ଷ୍ନୌ/ଡେରାଡୁନ୍‌, ୫।୫ : ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡ ମଧ୍ୟରେ ଗତ ୨୧ ବର୍ଷ ଧରି ଚାଲିଥିବା ସମ୍ପତ୍ତି ବିବାଦ ଶେଷରେ ସମାପ୍ତ ହୋଇଛି। ତାଙ୍କର ଉତ୍ତରାଖଣ୍ଡ...

କୋଲକାତାରେ ମମତାଙ୍କୁ ଭେଟିଲେ କେଜ୍‌ରିଓ୍ବାଲ

କୋଲକାତା,୨୩।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି। ଏହି ଅବସରରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ଦିଲ୍ଲୀ ସରକାରରେ...

ନମସ୍ତେ ବାପୁ କହି ଗାନ୍ଧୀଙ୍କ ଛାତିରେ ୩ଟି ଗୁଳି ଚଳାଇଥିଲେ ଗଡସେ

ନୂଆଦିଲ୍ଲୀ,୨।୧୦:ଅକ୍ଟୋବର ୨ ତାରିଖ। ଜାତିର ଜନକ ମହାତ୍ମା ଗାନ୍ଧିଙ୍କ ଜନ୍ମଦିନ। ଏବର୍ଷ ସାରା ଦେଶ ପାଳନ କରୁଛି ମହାତ୍ମାଙ୍କ ୧୫୦ ତମ ପୁଣ୍ୟତିଥି। ଏହି ପରିପ୍ରେକ୍ଷୀରେ...

Advertisement
Archives

Model This Week