ସକାଳ ୬ରୁ ରାତି ୯ ଖୋଲାରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩୧।୧: ସର୍ବସାଧାରଣଙ୍କ ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ଖୋଲିବ। ତେବେ ଶ୍ରୀମନ୍ଦିର ଖୋଲିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। ଦୈନିକ ସକାଳ ୬ରୁ ରାତି ୯ ଶ୍ରୀମନ୍ଦିର ଖୋଲାରହିବ। ସାନିଟାଇଜେସନ ପାଇଁ ପ୍ରତି ରବିବାର ବନ୍ଦ ରହିବ ଶ୍ରୀମନ୍ଦିର। ଯେଉଁମାନେ ଦର୍ଶନ କରିବା ପାଇଁ ଆସିବେ ସେମାନେ ସାଙ୍ଗରେ ଆଧାର କାର୍ଡ କିମ୍ବା ଭୋଟର କାର୍ଡ ଆଣିବାକୁ ନିର୍ଦ୍ଦେଶାବଳୀରେ କୁହାଯାଇଛି। ସେହିପରି ଦର୍ଶନ ପାଇଁ ଡବଲ ଡୋଜ୍‌ ଟିକା ସାର୍ଟିଫିକେଟ ମଧ୍ୟ ଆଣିବା ଜରୁରୀ , ନ ହେଲେ ୯୬ ଘଣ୍ଟା ମଧ୍ୟରେ ହୋଇଥିବା ଟେଷ୍ଟ ନେଗେଟିଭ୍‌ ରିପୋର୍ଟ ଜରୁରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri