ସକାଳ ୬ରୁ ରାତି ୯ ଖୋଲାରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩୧।୧: ସର୍ବସାଧାରଣଙ୍କ ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ଖୋଲିବ। ତେବେ ଶ୍ରୀମନ୍ଦିର ଖୋଲିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। ଦୈନିକ ସକାଳ ୬ରୁ ରାତି ୯ ଶ୍ରୀମନ୍ଦିର ଖୋଲାରହିବ। ସାନିଟାଇଜେସନ ପାଇଁ ପ୍ରତି ରବିବାର ବନ୍ଦ ରହିବ ଶ୍ରୀମନ୍ଦିର। ଯେଉଁମାନେ ଦର୍ଶନ କରିବା ପାଇଁ ଆସିବେ ସେମାନେ ସାଙ୍ଗରେ ଆଧାର କାର୍ଡ କିମ୍ବା ଭୋଟର କାର୍ଡ ଆଣିବାକୁ ନିର୍ଦ୍ଦେଶାବଳୀରେ କୁହାଯାଇଛି। ସେହିପରି ଦର୍ଶନ ପାଇଁ ଡବଲ ଡୋଜ୍‌ ଟିକା ସାର୍ଟିଫିକେଟ ମଧ୍ୟ ଆଣିବା ଜରୁରୀ , ନ ହେଲେ ୯୬ ଘଣ୍ଟା ମଧ୍ୟରେ ହୋଇଥିବା ଟେଷ୍ଟ ନେଗେଟିଭ୍‌ ରିପୋର୍ଟ ଜରୁରୀ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଯୋଜନାରୁ ବଁଚିତ୍‌ ଭିନ୍ନକ୍ଷମ ଦମ୍ପତି:ଗରିବୀରେ ସଁଥ୍‌ଲି ହେଉଛେ ନିଷ୍‌ପାପ ଛୁଆ

ଭବାନୀପାଟଣା, ୧୫ା୬(ଡି.ଏନ୍‌.ଏ) : ଦିନ୍‌ଥିଲା କଳହାଣ୍ଡି ଜିଲା ଭୁଖମରି ଆର ପିଲାବିକ୍‌ରି ଲାଗି ବଦ୍‌ନାମ ଥିଲା। ଏହେଦେ ସାରା ରାଏଜେ ଭାତହଁ।ଡ଼ି ହିସାବେ ନଁ। କମେଇଛେ।...

ବାରବାଟୀ ମ୍ୟାଚ୍‌ ବନ୍ଦ ଲାଗି ହାଇକୋର୍ଟରେ ଦାୟର ହେଲା ମାମଲା

କଟକ ଅଫିସ,୧।୬: ଆସନ୍ତା ଜୁନ ୧୨ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା...

ଆଠମଲ୍ଲିକରେ ଝଡ଼ତୋଫାନ

ଆଠମଲ୍ଲିକ,୧୨।୧(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ମଙ୍ଗଳବାର ଅଦିନିଆ ବର୍ଷା ସହ ପ୍ରବଳ ପବନ ଓ କୁଆପଥର ମାଡ଼ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଝଡ଼ତୋଫାନ...

ଓଡ଼ାପଡ଼ାରେ ନାବାଳିକା ବିବାହ: ଭୋଜିଭାତ ପରେ ବରକନ୍ୟା ଛୁ’

ଓଡ଼ାପଡ଼ା, ୩୦।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ହିନ୍ଦୋଳରୋଡ୍‌ ଫାଣ୍ଡି ଅଧୀନ ଓଡ଼ାପଡ଼ା ଗ୍ରାମରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ବିବାହ କରାଇ ଦିଆଯାଇଥିବା ମଙ୍ଗଳବାର ଶିଶୁ...

ଶିକ୍ଷକଙ୍କ ନିଆରା ପ୍ରୟାସ: ଚିତ୍ରକଳାରେ ଦେଲେ କରୋନା ସଚେତନତା ବାର୍ତ୍ତା

ବରଗଡ଼ ଅଫିସ୍‌,୧୧।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି । ଏହାକୁ ଦମନ କରିବା ପାଇଁ ଠୋସ୍‌ ଔଷଧ ଏପର୍ଯ୍ୟନ୍ତ ବାହାରି...

ଯୁବକଙ୍କୁ କଚାଡି ମାରିଲା ଦନ୍ତା

ନୀଳଗିର,୨୧।୫(ସ୍ବ.ପ୍ର.) ବାଲେଶ୍ୱର ଜିଲା ନିଳଗିରି ବ୍ଳକ ତିନିକୋଶିଆ ସଂରକ୍ଷିତ ଜଙ୍ଗଲ ରାସ୍ତା ମଝିରେ ଏକ ଦନ୍ତାହାତୀ ଜଣେ ଯୁବକଙ୍କୁ କଚାଡି ମାରି ଦେଇଛି। ସେ ହେଲେ...

ଚନ୍ଦନଯାତ୍ରା ପାଇଁ ସଜେଇ ହେଉଛି ଚନ୍ଦନ ଚକଡ଼ା

ପୁରୀ ଅଫିସ, ୩୦।୪: ଆସନ୍ତା ୩ ତାରିଖ ପବିତ୍ର ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ୨୧ଦିନିଆ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ମହାମାରୀ କରୋନା ପାଇଁ ଗତ...

ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ଘଟଣା: ଆମ୍ବୁଲାନ୍ସ ଚାଳକ ନିଲମ୍ବିତ

ବାଙ୍ଗିରିପୋଷି,୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ହାଣଦା ଗ୍ରାମର ଜଣେ ଗର୍ଭବତୀଙ୍କୁ ନେଇ ଡାକ୍ତରଖାନା ଯିବା ବାଟରେ ଆମ୍ବୁଲାନ୍ସରୁ ତେଲ ସରିଯାଇଥିଲା। ଆମ୍ବୁଲାନ୍ସଟି ଅଧାବାଟରେ...

Advertisement
Archives

Model This Week