Posted inଜାତୀୟ

ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସମ୍ପନ୍ନ: ଜାଣନ୍ତୁ ଏହି ଦିବ୍ୟମୁହୂର୍ତ୍ତବେଳେ କିଏ ଥିଲେ ଉପସ୍ଥିତ

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ପ୍ରଭୁ ରାମଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ଭଗବାନ ରାମଲାଲାଙ୍କ ପୂଜାରେ ଜଡିତ ଅଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭଗବତ, ୟୁପି ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲ, ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନେକ ଲୋକ ରାମଲାଲାଙ୍କ ପୂଜାରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପାଖରେ ମୋହନ ଭାଗବତ ବସିଛନ୍ତି। ପିଏମ ମୋଦି ପୂଜା କରିଛନ୍ତି।
ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ପିଏମ ମୋଦି କ୍ରିମ ରଙ୍ଗର କୁର୍ତ୍ତା ଏବଂ ଧୋତି ପିନ୍ଧିଛନ୍ତି। କେବଳ ଏତିକି ନୁହେଁ, ପ୍ରଧାନମନ୍ତ୍ରୀ ମୋଦି ରାମଲାଲାଙ୍କ ପାଇଁ ଏକ ରୂପା ମୁକୁଟ ନେଇ ଆସିଛନ୍ତି।
ପ୍ରାଣ ପ୍ରତିଷ୍ଠା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଟୁଇଟରରେ ଲେଖିଛନ୍ତି ଯେ, ଅଯୋଧ୍ୟା ଧାମରେ ଶ୍ରୀ ରାମଲାଲାଙ୍କୁ ପ୍ରାଣ ପ୍ରତିଷ୍ଠା କରିବାର ଅଲୌକିକ ମୁହୂର୍ତ୍ତ ସମସ୍ତଙ୍କୁ ଭାବପ୍ରବଣ କରିବାକୁ ଯାଉଛି। ଏହି ଈଶ୍ୱରୀୟ କାର୍ଯ୍ୟକ୍ରମର ଅଂଶ ହେବା ମୋର ଅତ୍ୟନ୍ତ ଆନନ୍ଦ। ନମସ୍କାର ସିଆ ରାମ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ବଡ଼ ଯନ୍ତ୍ରଣା ଲୁଚାଇ ରଖିଥିଲେ ଭାରତୀୟ କ୍ରିକେଟର, ଟି-୨୦ ବିଶ୍ୱକପ୍ ପୂର୍ବରୁ ହୋଇଥିଲା ବାପାଙ୍କ ମୃତ୍ୟୁ

ମୁମ୍ବାଇ,୧୧।୩: ଭାରତୀୟ ଷ୍ଟାର ୱିକେଟକିପର ବ୍ୟାଟର ଜୀତେଶ ଶର୍ମା ନିକଟରେ ନିଜ ଜୀବନର ଏକ ବଡ଼ ଦୁଃଖଦ ଖବର ସେୟାର କରିଛନ୍ତି। ୨୦୨୬ ଟି-୨୦ ବିଶ୍ୱକପ୍‌ରେ ତାଙ୍କୁ…

ଇରାନ ସପକ୍ଷରେ ବାହାରିଲା ତୁର୍କୀ: ଏର୍ଡୋଗାନ କହିଲେ ‘ନା ଶିଆ, ନା ସୁନ୍ନି…ଆମେ ସମସ୍ତେ ମୁସଲମାନ; ଯଦି…

ଅଙ୍କାରା, ୧୧।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ସଂଘର୍ଷ ମଧ୍ୟରେ ତୁର୍କୀ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଟୁଇନ୍ ସିଟି ପୋଲିସ କମିଶନର ଦେବଦତ୍ତ ସିଂହ

ଭୁବନେଶ୍ବର,୧୧।୩: ଭୁବନେଶ୍ୱର-କଟକ ଟୁଇନ୍ ସିଟି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ଓଡ଼ିଶା କ୍ୟାଡରର ଏହି ବରିଷ୍ଠ ଆଇପିଏସ…

ଭାରତରେ ଚିତା ସଂଖ୍ୟା ୫୦ ପାର୍, କୁନୋରେ ୫ ନୂଆ ଶାବକଙ୍କ ଜନ୍ମ

ମଧ୍ୟପ୍ରଦେଶ,୧୧।୩: ଭାରତର ‘ପ୍ରୋଜେକ୍ଟ ଚିତା’ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ନାମିବ୍ୟାରୁ ଆସିଥିବା ମାଦା ଚିତା ‘ଜ୍ଵାଳା’ ୫ଟି ଶାବକଙ୍କୁ…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ…

IPL 2026 ପାଇଁ ବିରାଟ କୋହଲିଙ୍କ ଆଗରେ ରଖିଲା ବଡ଼ ସର୍ତ୍ତ ରଖିଲା BCCI

ମୁମ୍ବାଇ,୧୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ର ପ୍ରଥମ ପର୍ଯ୍ୟାୟ ପାଇଁ BCCI କାର୍ଯ୍ୟସୂଚୀ ଘୋଷଣା କରିଛି। ଚଳିତ ସିଜନର ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ରୟାଲ…

ଡ୍ୟୁଟି ପାଇଁ ଯାଉଥିଲେ, ସାମ୍ନାରୁ ଆସି ପିଟିଲା ବାଇକ୍‌; ଚାଲିଗଲା ଗ୍ରାମରକ୍ଷୀଙ୍କ ଜୀବନ, ଜଣେ ଯବାନ…

କୋକସରା,୧୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ସ୍ଥିତ ଦାସ କଲୋନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri