Advertisement

ଗୃହ ସ୍ବାଭାବିକ ଭାବେ ଚାଲିବା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୫।୧୧: (ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ପ୍ରବଳ ହଟ୍ଟଗୋଳ ହେବାରୁ ପ୍ରଥମାର୍ଦ୍ଧରେ ଗୃହ ଚାଲିବା ସମ୍ଭବପର ହୋଇପାରି ନ ଥିଲା। ଫଳରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ପ୍ରଥମେ ସାଢେ ୧୧ଟା ଓ ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ଏହାପରେ ପୁଣି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହକୁ ସାଢେ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିବା ସହ ଗୃହ ସ୍ବାଭାବିକ ଭାବେ ଚାଲିବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଗଣବଳାତ୍କାର ମାମଲା: ୧୮ରେ ଶୁଣାଣି

ଭୁବନେଶ୍ୱର,୧୧ା୧୧ (ବ୍ୟୁରୋ): ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲାର ଶୁଣାଣି ଆସନ୍ତା ୧୮ ତାରିଖରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗରେ ହେବ। ପୀଡ଼ିତାଙ୍କ ମା’ଙ୍କ ଅଭିଯୋଗ...

ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା, ବରଗଡ଼ରେ ବିରୋଧ

ବରଗଡ଼ ଅଫିସ୍‌,୯।୬- ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତିକୁ କୋସଲ ରାଜ୍ୟ ସମନ୍ବୟ ସମିତି ଏବଂ...

ସୁନାଚୋରି ଘଟଣାରେ ଆଇଆଇସି ନିଲମ୍ବିତ

କୋରାପୁଟ/ନାରାୟଣପାଟଣା,୨ା୨(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ଥାନା ଆଇଆଇସି ରଞ୍ଜିତ୍‌ ସାହୁଙ୍କୁ ବୁଧବାର ଡିଜିପି କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଲକ୍ଷ୍ମୀପୁର ଷ୍ଟେଟ୍‌ବ୍ୟାଙ୍କ ଲକରରୁ ସୁନା ଚୋରି ଘଟଣାରେ...

ଯୁକ୍ତ୨ ଶିକ୍ଷାନୁଷ୍ଠାନ ପୃଥକୀକରଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଯୁକ୍ତ୨ ଶିକ୍ଷାକୁ ଉଚ୍ଚଶିକ୍ଷା ବିଭାଗରୁ ପୃଥକ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମିଶ୍ରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯୁକ୍ତ୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଡିଗ୍ରୀ...

ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ

ବାଲୁଗଁା,୨ା୬(ଡି.ଏନ୍‌.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ...

୨୦୨୨ରୁ ପୁରୀରୁ ଉଡ଼ିବ ବିମାନ

ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ...

୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୮।୯(ବ୍ୟୁରୋ):ବଙ୍ଗୋପସାଗରର ଉତ୍ତର ଦିଗରେ ଆଉ ଏକ ଲଘୁଚାପ ଏବେ ଦାନା ବାନ୍ଧୁଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ସ୍ପଷ୍ଟ ଚିହ୍ନିତ ହେବା ସହ...

ଗୋଟିଏ ଦିନରେ ସିଲ୍‌ ହେଲା ୫ ସିନେମା ହଲ୍‌

ପାରଳାଖେମୁଣ୍ଡ/ରାୟଗଡ଼ା ଅଫିସି,୯।୪: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ବନ୍ଦ ହୋଇଛି ୫ଟି ସିନେମା ହଲ୍‌। କରୋନା ଗାଇଡ୍‌ଲାଇନ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ପାରଳାଖେମୁଣ୍ଡି...

Advertisement
Archives

Model This Week