ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ: ଆସିପାରେ ବଡ଼ ନିଷ୍ପତ୍ତି

ପୁରୀ,୨୯ା୭: ସୋମବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ ବସିବ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ଏଏସ୍‌ଆଇ ସହ ଏହି ବୈଠକ ବସିବ। ଉକ୍ତ ବୈଠକରେ ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ଆଲୋଚନା ହେବା ସହ ବଡ଼ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି।

ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ରତ୍ନଭଣ୍ଡାରର ମରାମତି ସହ ଲେଜର ସ୍କାନିଂ କି ଜିପିଆରଏସ ସର୍ଭେ କରାଯିବ ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ। ଏହାପରେ କିପରି ଯାଞ୍ଚ କରାଯିବ ସେ ନେଇ ଏଏସ୍‌ଆଇ ଉଚ୍ଚସ୍ତରୀୟ ବୈଷୟିକ କମିଟି ନିଷ୍ପତ୍ତି ନେବ।

କେବେ ଯାଞ୍ଚ ହେବ ଏବଂ ପରବର୍ତ୍ତୀ ସମୟରେ କେବେ ମରାମତି କାର୍ଯ୍ୟ କରାଯିବ ସେ ସମ୍ପର୍କରେ ଆଜି ବୈଠକରେ ନିଷ୍ପତ୍ତି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri