ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ: ଆସିପାରେ ବଡ଼ ନିଷ୍ପତ୍ତି

ପୁରୀ,୨୯ା୭: ସୋମବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ ବସିବ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ଏଏସ୍‌ଆଇ ସହ ଏହି ବୈଠକ ବସିବ। ଉକ୍ତ ବୈଠକରେ ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ଆଲୋଚନା ହେବା ସହ ବଡ଼ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି।

ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ରତ୍ନଭଣ୍ଡାରର ମରାମତି ସହ ଲେଜର ସ୍କାନିଂ କି ଜିପିଆରଏସ ସର୍ଭେ କରାଯିବ ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ। ଏହାପରେ କିପରି ଯାଞ୍ଚ କରାଯିବ ସେ ନେଇ ଏଏସ୍‌ଆଇ ଉଚ୍ଚସ୍ତରୀୟ ବୈଷୟିକ କମିଟି ନିଷ୍ପତ୍ତି ନେବ।

କେବେ ଯାଞ୍ଚ ହେବ ଏବଂ ପରବର୍ତ୍ତୀ ସମୟରେ କେବେ ମରାମତି କାର୍ଯ୍ୟ କରାଯିବ ସେ ସମ୍ପର୍କରେ ଆଜି ବୈଠକରେ ନିଷ୍ପତ୍ତି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର...

FM କଲେଜ ଘଟଣା ପରେ ଗଣଶିକ୍ଷା ବିଭାଗର ବଡ଼ ନିର୍ଦ୍ଦେଶ, ଏବେ ସ୍କୁଲରେ…

ଭୁବନେଶ୍ୱର,୧୭।୭: ରାଜ୍ୟର ସମସ୍ତ ସରକାରୀ ସ୍କୁଲମାନଙ୍କରେ କଲେଜ ଭଳି ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଗଠନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି...

ସୌମ୍ୟାଶ୍ରୀ ବିଶି ପରିବାରକୁ ନ୍ୟାୟ ଦାବିରେ ଚକଅଖ ସବୁ ଠପ୍‌

ପାରଳାଖେମୁଣ୍ଡି,୧୭।୭(ଗିରିଧାରୀ ପରିଛା): ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣା ଓ ପରିବାରକୁ ନ୍ୟାୟ ଦାବିରେ ଗୁରୁବାର ସାରା ରାଜ୍ୟରେ କଂଗ୍ରେସ...

ଲଗାତାର ଅଷ୍ଟମ ଥର ପାଇଁ ସ୍ବଚ୍ଛ ସହର ତାଲିକାରେ ଏକ ନମ୍ବରରେ ରହିଲା ଇନ୍ଦୋର, ଜାଣନ୍ତୁ ଏହାପରେ ରହିଛି କେଉଁ ସହର

ନୂଆଦିଲ୍ଲୀ,୧୭।୭: କେନ୍ଦ୍ର ସରକାରଙ୍କ ବାର୍ଷିକ ସ୍ବଚ୍ଛତା ସର୍ଭେରେ, ଇନ୍ଦୋର ଲଗାତାର ଅଷ୍ଟମ ଥର ପାଇଁ ଭାରତର ସବୁଠାରୁ ସ୍ବଚ୍ଛ ସହର ହେବାର ଟାଇଟଲ ପାଇଛି। ସେହିପରି...

ସୌମ୍ୟାଶ୍ରୀ ମୃତ୍ୟୁ: ଭକ୍ତ ଦାସ ଗିରଫ, ଆନ୍ଦୋଳନ ଭିତରେ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୭।୭: କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଭିତରେ ଆସିଛି ବଡ଼ ଖବର। ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ...

ଅହମଦାବାଦ ବିମାନ ଦୁର୍ଘଟଣାକୁ ନେଇ ବଡ଼ ଦାବି କଲା ଆମେରିକା ରିପୋର୍ଟ, କହିଲା ‘ପାଇଲଟ ହିଁ ବନ୍ଦ କରିଦେଇଥିଲେ ଇଞ୍ଜିନ ଫୁଏଲ’

ନୂଆଦିଲ୍ଲୀ,୧୭।୭: ଗୁଜୁରାଟର ଅହମଦାବାଦରେ ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନର ଦୁଇ ପାଇଲଟଙ୍କ ମଧ୍ୟରେ ଶେଷ କଥାବାର୍ତ୍ତାର କକପିଟ ରେକର୍ଡିଂ ସୂଚାଇଛି ଯେ କ୍ୟାପ୍ଟେନ ବିମାନର ଇଞ୍ଜିନର...

ଡ୍ରାଇଭରଙ୍କ ଉପରେ ଓଲଟି ପଡ଼ିଲା ହାଇଓ୍ବା, ଚାପି ହୋଇଗଲେ

ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ବୁଧବାର ରାତିରେ ଏକ ହାଇଓ୍ବା ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭର...

ପାଟଣାଗଡ଼ରେ ଓଡ଼ିଶା ବନ୍ଦର ପ୍ରଭାବ

ପାଟଣାଗଡ଼,୧୭ା୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ଗୁରୁବାର ଓଡିଶା ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ପାଟଣାଗଡ଼ କଂଗ୍ରେସ ପକ୍ଷରୁ ବ୍ଲକ ସଭାପତି ପତିତପାବନ ପ୍ରଧାନଙ୍କ ନେତୃତ୍ୱରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri