ନିୟନ୍ତ୍ରଣକୁ ଆସିବ ‘ମୋ ବସ୍‌’ର ବେଗ, ଲାଗିବ ସ୍ପିଡ୍‌ ଗଭର୍ଣ୍ଣର

ଭୁବନେଶ୍ୱର,୬।୧୧: ସହର ଭିତରେ ଚାଲୁଥିବା ‘ମୋ ବସ୍‌’ର ବେଗ ନିୟନ୍ତ୍ରଣପାଇଁ ନିଷ୍ପତ୍ତି ନିଆଯାଇଛି। ଏ ମ୍ପର୍କରେ ନଗର ଉନ୍ନୟନ ଓ ପରିବହନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ସହର ଭିତରେ ଚାଲୁଥିବା ମୋ ବସ୍‌ ଘଣ୍ଟାପ୍ରତି ୪୦ କିଲୋମିଟର ବେଗରେ ଚଳାଚଳ କରିବ।

ସହର ବାହାରକୁ ଯାଉଥିବା ବସ୍‌ର ସର୍ବାଧିକ ବେଗ ୫୦ କିଲୋମିଟର ରହିବ। ଦୁର୍ଘଟଣାକୁ ଏଡ଼ାଇବା ଲାଗି ବସ୍‌ଗୁଡ଼ିକର ବେଗ ନିୟନ୍ତ୍ରଣ ପାଇଁ ସ୍ପିଡ୍‌ ଗଭର୍ଣ୍ଣର ଲଗାଯିବ। ଚାଳକ ୪୦ କିଲୋମିଟରରୁ ଅଧିକ ବେଗରେ ବସ୍‌ ଚଳାଇଲେ ସାଇରନ୍‌ ବାଜିବ ଏବଂ ଅପରେଟର୍‌ଙ୍କ ନିକଟକୁ ସୂଚନା ଯିବ ବୋଲି ମନ୍ତ୍ରୀ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri