କରୋନାକୁ ହରାଇ ଘରକୁ ଫେରିଲେ କ୍ରୀଡ଼ାଶିକ୍ଷକ

ବୁଗୁଡ଼ା,୨ା୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଅନ୍ତର୍ଗତ ବୁଗୁଡ଼ା ପିପୁଲସ କଲେଜର କ୍ରୀଡ଼ା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ର ଶନିବାର ରାତିରେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ
୨୫ ତାରିଖରେ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ୮ଦିନ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଫେରିଥିବାରୁ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ତାଙ୍କର ଆରୋଗ୍ୟ କାମନା କରି କ୍ରୀଡ଼ା ପ୍ରେମୀ, ବୁଦ୍ଧିଜୀବୀ,
ଏବଂ ଛାତ୍ରୀଛାତ୍ର ଠାକୁରଙ୍କ ନିକଟରେ ଅଖଣ୍ଡ ମଧ୍ୟ ଜାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri