ଆଜି ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୧୨: ସବୁ ଉତ୍କଣ୍ଠା ଓ ପ୍ରତୀକ୍ଷାର ଅବସାନ ଘଟାଇ ବୁଧବାରଠାରୁ ଶ୍ରୀମନ୍ଦିର ଖୋଲିବ। ଭକ୍ତ ଓ ଭଗବାନଙ୍କ ମିଳନ ହେବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବ୍ୟାରିକେଡ୍‌ ତିଆରି ସରିଥିବାବେଳେ ନାମ ପଞ୍ଜୀକରଣ ଓ ଫଟୋଉଠା ଲାଗି କାଉଣ୍ଟର ହୋଇଛି। ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର)
ଅନୁଯାୟୀ ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ କେବଳ ସେବାୟତ ପରିବାରର ସଦସ୍ୟମାନେ ଶ୍ରୀମନ୍ଦିରକୁ ଯିବାର ଅନୁମତି ପାଇବେ। ଏହାପରେ ୨୬ରୁ ୩୧ ଯାଏ ପୁରୀ ସହରବାସୀ ଏବଂ ଜାନୁୟାରୀ ୩ରୁ ସର୍ବସାଧାରଣଙ୍କୁ ଦର୍ଶନ ସୁବିଧା ମିଳିବ। ଜାନୁୟାରୀ ୧ ଓ ୨ରେ ଦର୍ଶନ ବନ୍ଦ ରହିବ। ୩ ତାରିଖଠାରୁ ଦର୍ଶନ ନିମନ୍ତେ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ସାଙ୍ଗରେ ଆଣିବାକୁ ପଡ଼ିବ। ସେହିଭଳି ମାସ୍କ ପରିଧାନ, ସାନିଟାଇଜେଶନ ସହ ସାମାଜିକ ଦୂରତା ନିୟମ ମାନିବାକୁ ହେବ। ଶ୍ରଦ୍ଧାଳୁମାନେ ମାର୍କେଟ ଛକଠାରୁ ମୁଖ୍ୟ ବ୍ୟାରିକେଡ୍‌ ପର୍ଯ୍ୟନ୍ତ ଚାଲିଚାଲି ଯିବେ। ଶିଶୁ, ଗର୍ଭବତୀ, ବୃଦ୍ଧାବୃଦ୍ଧଙ୍କୁ ଦର୍ଶନ ପାଇଁ ନ ଆସିବାକୁ ପ୍ରଶାସନ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri