ବିମାନର ୨ ଝରକାକୁ ଦେଖି ଭୟଭୀତ ହେଲେ କର୍ମଚାରୀ

କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଏଭଳି ଘଟଣା ଘଟିଛି ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେଠାରେ ମହୁମାଛିମାନେ ଏକ ବିମାନର ଝରକାକୁ ଘେରି ରହିଥିବା ଦେଖିବାକୁ ମିଳୁଛି। ଉପସ୍ଥିତ ଥିବା ଜଣେ ବ୍ୟକ୍ତି ଏହାର ଏକ ଭିଡିଓ କରିଥିଲେ । ଏବେ ଏହି ଭିଡିଓ ସୋସିଆଲ ମିଡିଆରେ ଟ୍ରେଣ୍ଡ ହେଉଛି।

ନଭେମ୍ବର ୩୦ ତାରିଖରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ବିମାନବନ୍ଦରେ ଏୟାର ଭିସ୍ଥାର ବିମାନ ପାର୍କିଂ କରାଯାଇଥିଲା। ଏହି ସମୟରେ ସେଠାକୁ କେଉଁଠୁ ହଜାର ହଜାର ସଂଖ୍ୟାରେ ମହୁମାଛି ପଳାଇ ଆସିଥିଲେ। ସେମାନେ ଦୁଇଟି ଝରକାକୁ କାବୁ କରି ନେଇଥିଲେ। କର୍ମଚାରୀ ମାନେ ଏହାକୁ ଦେଖି ଭୟଭୀତ ହୋଇଯାଇଥିଲେ ।

ପରେ ସମସ୍ତ କର୍ମଚାରୀଙ୍କୁ ତୁରନ୍ତ ବିମାନରୁ କାଢ଼ି ଦିଆଯାଇଥିଲା। ଏଥିସହ ନିକଟସ୍ଥ ଗ୍ରାଉଣ୍ଡରୁ କର୍ମଚାରୀଙ୍କୁ ମଧ୍ୟ ପଠାଯାଇଥିଲା। ଅଗ୍ନିଶମ କର୍ମଚାରୀ ପହଞ୍ଚି ପାଣି ସ୍ପ୍ରେ କରି ସେମାନଙ୍କୁ କାଢ଼ିଥିଲେ। ପାଣି ସ୍ପ୍ରେ କରିବାରୁ ତଳକୁ ଖସିପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ମନ୍ଦିର ନିର୍ମାଣ ପାଇଁ ଭିକାରିମାନେ ଦେଲେ ୨୪୨୫ଟଙ୍କା

ରାମଗଡ଼,୫ ।୨: ଅଯୋଧ୍ୟାରେ ନିର୍ମାଣ କରାଯାଉଥିବା ପ୍ରଭୁ ରାମଙ୍କ ମନ୍ଦିର ଲାଗି ବିଭିନ୍ନ ବ୍ୟକ୍ତି ବିଶେଷ ସଙ୍ଗଠନ ଆଦି ଚାନ୍ଦା ଦେବାରେ ଲାଗିଛନ୍ତି । ହେଲେ...

ଲ୍ୟାଣ୍ଡ୍‌ଫଲ୍‌ କରୁଛି ‘ନିସର୍ଗ’, ୧୦୦- ୧୨୦ କିଲୋମିଟର ବେଗରେ ବହୁଛି ପବନ

ମୁମ୍ବାଇ,୩ା୬: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂଣ୍ଣିଝଡ଼ ‘ନିସର୍ଗ’ ମହାରାଷ୍ଟ୍ରର ରାୟଗଡ଼ ଜିଲା ହରିହରେଶ୍ୱର-ଡାମନ ମଝି ଆଲିବାଗରେ ଲ୍ୟାଣ୍ଡ୍‌ଫଲ୍‌ କରୁଛି। ଏଠାରେ ବର୍ତ୍ତମାନ ୧୦୦-୧୨୦ କିଲୋମିଟର...

ସାବଧାନ! ଭାତଥାଳିରେ ଆଉ ରହିବନି ଭାତ

ଓ୍ବାଶିଂଟନ,୧୭।୩: ଆସନ୍ତା ୩୦ ବର୍ଷ ପରେ ଭାରତୀୟ ଭାତଥାଳିରେ ଆଉ ଭାତ ଦେଖିବାକୁ ମିଳିବ ନାହିଁ। ଭାତଥାଳିରୁ ଏହା ଗାଏବ ହୋଇଯିବ। ଆମେରିକାର ଇଲିନୋଇସ୍‌ ବିଶ୍ୱବିଦ୍ୟାଳୟ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୭।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଗୁରୁବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ...

ବିଧାୟକଙ୍କ କାର୍‌ରୁ ଦଳୀୟ ପତାକା ହଟାଇଲା ଏଏମ୍‌ୟୁ ପ୍ରଶାସନ

ଲକ୍ଷ୍ନୌ,୨୩।୧୦: ପୁଣି ବିବାଦରେ ଅଲିଗଡ଼ ମୁସଲିମ୍‌ ୟୁନିଭର୍ସିଟି(ଏଏମ୍‌ୟୁ)। ଉତ୍ତରପ୍ରଦେଶ ଭାଜପା ବିଧାୟକ ଦଲବୀର ସିଂହ ମଙ୍ଗଳବାର ଏଏମ୍‌ୟୁକୁ ଯାଇଥିଲେ। ବିଧାୟକଙ୍କ କାର୍‌ ଏଏମ୍‌ୟୁ ପରିସରକୁ ପ୍ରବେଶ...

କେବିସି-୧୨ର ପ୍ରଥମ କୋଟିପତି

ମୁମ୍ବାଇ ୧୦।୧୧: କୌନ୍‌ ବନେଗା କରୋଡ୍‌ପତି (କେବିସି)ର ଦ୍ୱାଦଶ ସଂସ୍କରଣର ପ୍ରଥମ ପ୍ରତିଯୋଗୀ ଭାବେ ଦିଲ୍ଲୀର ନାଜିଆ ନସିମ୍‌ ୧ କୋଟି ଟଙ୍କା ପୁରସ୍କାର ଜିତିବାକୁ...

ସର୍ବସାଧାରଣଙ୍କ ପାଇଁ କାଚରେ ତିଆରି ହେଲା ଶୌଚାଳୟ: ଏହାର ଉଦ୍ଦେଶ୍ୟ ଜାଣିଲେ କରିବେ ପ୍ରଶଂସା

ନିଜର ଉନ୍ନତମାନର ଏବଂ ଜ୍ଞାନ କୌଶଳ ପାଇଁ ସାରା ବିଶ୍ୱରେ ପରିଚିତ ଜାପାନ। ଏବେ ସେ ଏମିତି ଏକ ଶୌଚାଳୟ ତିଆରି କରିଛି, ଯାହା ବିଷୟରେ...

ଦିଲ୍ଲୀରେ ଟିକା ନେବାର କିଛି ଘଣ୍ଟା ପରେ ୫୧ ଅସୁସ୍ଥ ଜଣେ ଗୁରୁତର

ନୂଆଦିଲ୍ଲୀ,୧୭।୧: ଭାରତରେ ଶନିବାରଠାରୁ ସାର୍ବଜନୀକ କରୋନା ପ୍ରତିଷେଧକ ଟିକାକରଣ ଆରମ୍ଭ ହୋଇଛି। ଟିକା ନେବାର କିଛି ଘଣ୍ଟା ପରେ ଦିଲ୍ଲୀରେ ୫୧ ଜଣଙ୍କଠାରେ ଆଲର୍ଜି ଦେଖା...

Advertisement
Archives

Model This Week