ଘୁ୍‌ଙ୍ଗୁଡ଼ି କମାଇବ ଏହି ଖଟ

ଦ ଷ୍ଟାରୀ ନାଇଟ୍‌ ସ୍ଲିପ୍‌ ଟେକ୍ନୋଲୋଜି ବେଡ୍‌ ନାମରେ ପରିଚିତ ଏହି ଖଟଟିକୁ ଅତ୍ୟାଧୁନିକ ଜ୍ଞାନକୌଶଳଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହି ବେଡ୍‌ରେ ସ୍ବତନ୍ତ୍ର ଆଣ୍ଟି ସ୍ନୋର୍‌ ଟେକ୍ନୋଲୋଜିର ବ୍ୟବହୃତ କରାଯାଇଥ୍‌ତ୍ବାରୁ ଏଥିରେ ଘୁଙ୍ଗୁଡ଼ି ମାରୁଥିବା ଲୋକ ଶୋଇଲେ ଆପେ ଆପେ ତାଙ୍କର ଘୁଙ୍ଗୁଡ଼ି ମାରିବାର ଅଭ୍ୟାସ କମିଯାଏ ବୋଲି ସୂଚନା ରହିଛି। କେବଳ ସେତିକି ନୁହେଁ, ଏହି ଖଟରେ ଆଇପଡ୍‌ ସ୍ଲଟ୍‌, ଇଣ୍ଟରନେଟ୍‌ କନେକ୍‌ସନ୍‌, କମ୍ଫର୍ଟ ସେଟିଙ୍ଗ୍‌ ତଥା ଘରର ତାପମାତ୍ରାକୁ ନିୟନ୍ତ୍ରଣରେ ରଖିବାରେ ସ୍ବତନ୍ତ୍ର ଫିଚର୍ସ ଇତ୍ୟାଦି ମଧ୍ୟ ଉପଲବ୍ଧ ରହିଛି। ସେହିପରି ଉକ୍ତ ଖଟରେ ଏକ ଭିଡିଓ ପ୍ରୋଜେକ୍ଟର ବି ଲାଗିଛି, ଯାହାକୁ ଚାଲୁ କରିବା ମାତ୍ରେ ଘରର ସିଲିଂରେ ନୀଳ ଆକାଶର ପ୍ରତିବିମ୍ବ ଦେଖାଯିବ, ଯେଉଁଥିରେ ସୁନେଲି ରଙ୍ଗର ତାରା ଗୁଡ଼ିକ ଝଲସୁଥିବ। ଥରେ ଭାବିଲେ କେମିତି ଥିବ ଉକ୍ତ ଦୃଶ୍ୟଟି! ନିହାତି ମନଲୋଭା ହୋଇଥିବ ନା! ସେଥିପାଇଁ ତ ଏହି ଖଟର ଦାମ୍‌ ପ୍ରାୟ ୫୦ ହଜାର ଡଲାର୍‌ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?