ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ବୈଠକ ଶୁକ୍ରବାର ସାରେ ବସିବ। ସା ୬ଟାରେ ଭର୍ଚୁଆଲ ମୋଡରେ ଏହି ବୈଠକ ହେବା ନେଇ ସୂଚନା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ।
ଏହି ବୈଠକରେ ପଞ୍ଚାୟତିରାଜ, ଉଚ୍ଚଶିକ୍ଷା ଓ ପରିବହନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ଜଣାପଡ଼ିଛି। ବୈଠକରେ ପଞ୍ଚାୟତିରାଜ ବିଭାଗର ଆଇନ ସଂଶୋଧନ ଫୋକସରେ ରହିପାରେ। ବିଧାନସଭା ଅଧିବେଶନ ସେପ୍ଟେମ୍ବର ପହିଲାରୁ ଆରମ୍ଭ ହେଉଥିବାରୁ ଏହି ବୈଠକ ବେଶ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଶାସନ ସଚିବଙ୍କ ବକ୍ତବ୍ୟକୁ ଭାଜପାର ସମାଲୋଚନା: ‘ଆଗରୁ ଫାଇଲ୍‌ କାହିଁକି ଦୌଡୁ ନ ଥିଲା’

ଭୁବନେଶ୍ୱର,୨୧।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଅସିତ ତ୍ରିପାଠୀ ଗତ ସୋମବାର ଦାୟିତ୍ୱ ନେବାପରେ ରକେଟ ବେଗରେ ସମସ୍ତ ସରକାରୀ ଫାଇଲ ଦୌଡିବ, ଆଗକୁ ସରକାରୀ...

ଆରମ୍ଭ ହେଲା ‘ଛାତ’ ଯୋଜନା

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଭୂତଳ ଜଳ ଉପରେ ନିର୍ଭରତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିଯୋଗୁ ଭୂତଳ ଜଳସ୍ତର ହ୍ରାସ ପାଇଚାଲିଛି। ସହରାଞ୍ଚଳରେ ଏହି ସ୍ଥିତି ଉତ୍କଟ ହେଲାଣି।...

ପରକୀୟା ପ୍ରୀତି ସନ୍ଦେହ ନେଲା ଛବିରାଣୀଙ୍କ ଜୀବନ

ଭଦ୍ରକ ଅଫିସ,୨୪।୭: କୁରାଢ଼ିରେ ଅତି ନୃଶଂସ ଭାବେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଶନିବାର ଏଭଳି ଏକ ଅଭାବନୀୟ ଘଟଣା...

ରାଜ୍ୟର ୪୨୮୩ ମିଟର ନଦୀବନ୍ଧ ଦୁର୍ବଳ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୮ା: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଛି। ଆସନ୍ତା ୧ ସପ୍ତାହ ମଧ୍ୟରେ ସାରା ରାଜ୍ୟକୁ ମୌସୁମୀ ଛୁଇଁବ...

୪ ଜିଲାରେ ୫୫୦ ଶଯ୍ୟା ଲାଗି ଏମ୍‌ସିଏଲ୍‌କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟରେ ମେଡିକାଲ ଭିତ୍ତିଭୂମିର ନିର୍ମାଣ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଥିବା ଅନୁରୋଧକୁ ପ୍ରାଥମିକତା ଦେଇ ସକାରାତ୍ମକ ପଦକ୍ଷେପ ନେବାକୁ...

କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଲା

ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଏହି ସମୟରେ ଆରୋଗ୍ୟ ହାର ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି।...

ଓଡ଼ିଶାରେ ଭାଜପା ନୂଆ ପ୍ରଭାରୀ

ଭୁବନେଶ୍ବର,୬ା୯(ବ୍ୟୁରୋ):ଭାଜପା ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ଦାୟିତ୍ୱ ପାଇବା ପରେ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି।...

ଗଣଶିକ୍ଷା ମନ୍ତ୍ରୀଙ୍କ କୋକସରା ହାଇସ୍କୁଲ ପରିଦର୍ଶନ: ଶିକ୍ଷାଦାନରେ ଅବହେଳା ନେଇ ଅସନ୍ତୋଷ

କୋକସରା,୧୩।୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ବୁଧବାର କୋକସରା...

Advertisement
Archives

Model This Week