ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୩ା୬: ସୋମବାର ଆରମ୍ଭ ହୋଇଛି ଚଳିତ ବିଧାନସଭାର ଏହି ଶେଷ ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ଆରମ୍ଭ ହୋଇଛି। ଏହି ଭର୍ଚୁଆଲ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଚାଲିଛି। ଏହା ନବୀନ ସରକାରଙ୍କ ୫ମ ପାଳିର ଶେଷ ବୈଠକ। ଏହି ବୈଠକରେ ରାଜ୍ୟ କ୍ୟାବିନେଟ୍‌ ଭଙ୍ଗ ସୁପାରିସ ଉପରେ ମୋହର ବାଜିଛି। ଏହା ପରେ କ୍ୟାବିନେଟ୍‌ ନିଷ୍ପତ୍ତିକୁ ନିର୍ବାଚନ କମିଶନଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri