ଆସନ୍ତା ୨୨ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଆସନ୍ତା ୨୨ ତାରିଖ ଅପରାହ୍ନ ୫ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ। ବିଶେଷ କରି ପଞ୍ଚାୟତିରାଜ ଓ ପାନୀୟଜଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଅର୍ଥ, ସମବାୟ ଆଦି ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଗୁରୁବାର ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଅନୁଷ୍ଠିତ...

ଘାଟିରୁ ଖସିଲା ବସ୍‌, ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ପାରଳାଖେମୁଣ୍ଡି,୨୧ା୧(ଡି.ଏନ୍‌.ଏ.): ଗଜପତି ଜିଲା ରାଇଗଡ଼ ଥାନା ଅନ୍ତର୍ଗତ ରାଶିବାଡ଼ି ଘାଟିରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ...

ହାଇକୋର୍ଟରେ ପରୀ ମାମଲା : ୭ରେ ପରବର୍ତ୍ତୀ ଶୁଣାଣି

ନୟାଗଡ଼ ଅଫିସ, ୫।୫: ନୟାଗଡ଼ର ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ବୁଧବାର ନାବାଳକ କଲେଜ ଛାତ୍ରଙ୍କ ଜାମିନ ଆବେଦନ ଉପରେ ହାଇକୋର୍ଟରେ ଶୁଣାଣି ହୋଇଛି ।...

ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ...

ଆସନ୍ତା ୧ରୁ ୧୭ ଜିଲାରେ ରବି ଧାନ ସଂଗ୍ରହ ଆରମ୍ଭ ହେବ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟର ୧୭ ଜିଲାରେ ରବିଧାନ ସଂଗ୍ରହ କାର୍ଯ୍ୟ ଆସନ୍ତା ୧ ତାରିଖରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ପଡ଼ୋଶୀ ରାଜ୍ୟର ଅନଧିକୃତ ଧାନ ଯେପରି...

ହୋଟେଲରୁ ସେକ୍ସ ର଼୍ୟାକେଟ ଠାବ: ୨ ଦଲାଲ ସହ ହୋଟେଲ ମ୍ୟାନେଜର ଗିରଫ, ଅନଲାଇନରେ ହେଉଥିଲା ବୁକିଂ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଖଣ୍ଡଗିରି ଥାନା ଏମ୍‌ସ ନଗରରେ ଥିବା ସନସିପ୍‌ ହୋଟେଲରେ ପୋଲିସ ଚଢାଉ କରି ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ଚଢାଉ ସମୟରେ ପୋଲିସ...

ଡ୍ରାଇଭିଂ ଟେଷ୍ଟ ଦେଉଥିଲେ ଏସ୍‌ପି: ସମୁଦ୍ରରେ ଫସିିିଲା ପୋଲିସ ଭ୍ୟାନ୍‌

ବାଲେଶ୍ୱର ଅଫିସ,୨୪।୯: ବାଲେଶ୍ୱର ଜିଲାର ପୋଲିସ ନାମରେ ଥିବା ଏକ ଗାଡ଼ି (ନଂ. ଓଡ଼ି୦୫ବିଏ-୪୬୧୬) ବୁଧବାର ରାତିରେ ଚାନ୍ଦିପୁର ଆଇଟିଆର୍‌ର ନିଷିଦ୍ଧାଞ୍ଚଳ ୬ହଜାର ପଏଣ୍ଟ ତଥା...

୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍‌ଲାଣ୍ଡ...

Advertisement
Archives

Model This Week