ପ୍ରଚାର ପାଇଁ ମେୟର ପ୍ରାର୍ଥୀଙ୍କୁ ମିଳିବ ୬, କର୍ପୋରେଟରଙ୍କୁ ୨ ଗାଡ଼ି

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଆଗାମୀ ପୌର ନିର୍ବାଚନ ଲାଗି ପ୍ରଚାର ନିମନ୍ତେ ଉପଯୋଗ ହେବାକୁ ଥିବା ଗାଡ଼ି ପରିମାଣ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର। ମେୟର ପ୍ରାର୍ଥୀ ସର୍ବାଧିକ ୬, କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ ଗାଡ଼ି ପ୍ରଚାର ନିମନ୍ତେ ଉପଯୋଗ କରିପାରିବେ।

ମଙ୍ଗଳବାର କମିଶନରଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁଯାୟୀ, କାଉନସିଲର/କର୍ପୋରେଟର ପ୍ରାର୍ଥୀମାନେ ୩ ଚକିଆ ଏବଂ ୪ ଚକିଆ ଗାଡ଼ିକୁ ମିଶାଇ ୨ ଗାଡ଼ି ଉପଯୋଗ କରିପାରିବେ। ଏମ୍‌ଏସି ଓ ପୌର ପରିଷଦର ଅଧ୍ୟକ୍ଷ ପଦବୀ ଲାଗି ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀ ସର୍ବାଧିକ ୪ ତିନି ଚକିଆ ଓ ୪ ଚକିଆ ଗାଡ଼ି ବ୍ୟବହାର କରିପାରିବେ। ସେହିଭଳି ମହାନଗର ନିଗମର ମେୟର ପ୍ରାର୍ଥୀ ୩ ଚକିଆ ଓ ୪ ଚକିଆର ସର୍ବାଧିକ ୬ ଗାଡ଼ି ଉପଯୋଗ କରିପାରିବେ। ତେବେ ପ୍ରାର୍ଥୀମାନଙ୍କୁ କେଉଁ ଧରଣର ଗାଡ଼ି, ଗାଡ଼ିର ପଞ୍ଜିକରଣ ନଂ ଏବଂ ମାଲିକାନା ସମ୍ପର୍କରେ ତଥ୍ୟ ପ୍ରଥମେ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?