ଜାତୀୟ କ୍ରୀଡ଼ା ବିଜେତାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦକ ପାଇଁ କେତେ…

ଭୁବନେଶ୍ୱର,୨୧ା୧୦: ଜାତୀୟ କ୍ରୀଡ଼ା ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସରକାର ଆଥ୍‌ଲେଟଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି। ଅକ୍ଟୋବର ୨୬ରୁ ଗୋଆରେ ୩୭ତମ ଜାତୀୟ କ୍ରୀଡ଼ା ଆରମ୍ଭ ହେବ। ଏହି କ୍ରୀଡ଼ାର ୩୧ ବିଭାଗରେ ଓଡ଼ିଶାରୁ ୩୦୦ରୁ ଅଧିକ ଆଥ୍‌ଲେଟ ଭାଗ ନେବେ। ସେମାନଙ୍କ ମଧ୍ୟରେ ୧୮୦ ମହିଳା ଅଛନ୍ତି।  ଏଥିରେ ଉଭୟ ବ୍ୟକ୍ତିଗତ ଓ ଦଳଗତ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ବିଜେତାଙ୍କୁ ୫ ଲକ୍ଷ ଟଙ୍କା, ରୌପ୍ୟ ପଦକ ବିଜେତାଙ୍କୁ ୩ ଲକ୍ଷ ଟଙ୍କା ଏବଂ ବ୍ରୋଞ୍ଜ ପଦକ ବିଜେତାଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri