Posted inରାଜ୍ୟ

‘ଓମିକ୍ରନ’ ନେଇ ବଢ଼ିଲା ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ସରକାର

ଭୁବନେଶ୍ବର, ୨୧।୧୨(ବ୍ୟୁରୋ): ଓଡ଼ିଶାରେ ଦୁଇ ଓମିକ୍ରନ ଆକ୍ରାନ୍ତ ମଙ୍ଗଳବାର ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଛି । ଏନେଇ ପ୍ରସ୍ତୁତି ସମ୍ପର୍କରେ ସରକାର ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି। କିଛି ସମୟ ମଧ୍ୟରେ ଲୋକସେବା ଭବନରେ ଏହି ବୈଠକ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଏହି ବୈଠକରେ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ରହିବା ନେଇ ସୂଚନା ରହିଛି।

ସୂଚନାଯୋଗ୍ୟ, ରାଜ୍ୟରେ ଆଜି ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନାଇଜେରିଆ ଏବଂ ଅନ୍ୟଜଣେ କତାରରୁ ଫେରିଥିଲେ । ପଜିଟିଭ ଚିହ୍ନଟ ପରେ ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri