ଯୁକ୍ତ ୨ ସିଟ୍‌ ବଢ଼ାଇବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ଆବେଦନ କରିପାରିବେ ଜୁନିଅର କଲେଜ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚଳିତ ବର୍ଷ କରୋନାକୁ ନେଇ ବିନା ପରୀକ୍ଷାରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏଥିରେ ୫ ଲକ୍ଷ ୬୨ ହଜାର ୧୦ଜଣ ଛାତ୍ରୀଛାତ୍ର ମାଟ୍ରିକ ପାସ୍‌ କରିଛନ୍ତି। ହେଲେ ରାଜ୍ୟରେ ୪ ଲକ୍ଷ ୪୩ ହଜାର ୩୫୪ ଟି ଯୁକ୍ତ୨ ସିଟ୍‌ ରହିଛି। ଏପରିସ୍ଥଳେ ଯୁକ୍ତ ୨ ସିଟ୍‌ଠାରୁ ଅଧିକ ସଂଖ୍ୟାରେ ପିଲା ମାଟ୍ରିକ ପରୀକ୍ଷା ପାସ କରିବାକୁ ନେଇ ଅଭିଭାବକ ମହଲରେ ଚିନ୍ତା ପ୍ରକାଶ ପାଇଥିଲା। ଏହାକୁ ନେଇ ରାଜ୍ୟ ସରକାର ମଙ୍ଗଳବାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନିଅର କଲେଜରେ ଯୁକ୍ତ ୨ ସିଟ୍‌ ବଢ଼ାଇବା ପାଇଁ ରାଜ୍ୟ ସରକାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଅନୁମତି ଦେଇଛନ୍ତି। ତେବେ ଯେଉଁ ଜୁନିଅର କଲେଜମାନେ ଚାହିଁବେ ନିଜର ସିଟ୍‌ ବଢ଼ାଇବା ଲାଗି ଆବେଦନ କରିପାରିବେ। ଏଥିପାଇଁ ୭ ଦିନ ମଧ୍ୟରେ ଅନ୍‌ଲାଇନ୍‌ ଜରିଆରେ ଆବେଦନ ଲାଗି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri