Posted inରାଜ୍ୟ

ବନ୍ୟା କ୍ଷୟକ୍ଷତି: ୧୧୦୦ କୋଟି ସହାୟତା ଲୋଡ଼ିଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୭ା୯(ବ୍ୟୁରୋ)-ଅଗଷ୍ଟରେ ହୋଇଥିବା ବନ୍ୟା କ୍ଷୟକ୍ଷତିି ଭରଣା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଠାରୁ ପ୍ରଥମ ପର୍ଯ୍ୟାୟରେ ୧୧୦୦ କୋଟି ଟଙ୍କାର ସହାୟତା ଲୋଡିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ଏ ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିସହିତ ରାଜ୍ୟ ସରକାର ଗତ ବନ୍ୟାରେ ବିଭିନ୍ନ ଜିଲାର ୨.୨୫ ଲକ୍ଷ ହେକ୍ଟର ଚାଷଜମିରେ ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ଶସ୍ୟହାନି ହୋଇଥିବା ବେଳେ ପ୍ରାୟ ୧ ଲକ୍ଷ ୨୦ ହଜାର ଘର କ୍ଷତିଗ୍ରସ୍ତ ହୋଇଥିବା କେନ୍ଦ୍ରୀୟ ଟିମ୍‌କୁ ଅବଗତ କରାଇଛନ୍ତି। ନଦୀବନ୍ଧ, ରାସ୍ତା, ସର୍ବସାଧାରଣ ଭିତ୍ତିଭୂମି ନଷ୍ଟ ହୋଇଥିବା ବିଷୟରେ ଅବଗତ କରାଯାଇଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ପରବର୍ତ୍ତୀ ସମୟରେ ଏକ ପୂର୍ଣ୍ଣାଙ୍ଗ କ୍ଷୟକ୍ଷତି ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri