କରୋନା ସଂକ୍ରମଣ ବୃଦ୍ଧି ପରେ ତତ୍ପର ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଛି। ଏଥିରେ ଏସ୍‌ଆର୍‌ସି, ସ୍ବାସ୍ଥ୍ୟ ସଚିବ ଉପସ୍ଥିତ ଥିବା ବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମସ୍ତ ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ।

ସୂଚନାଯୋଗ୍ୟ, କିଛି ମାସର ବ୍ୟବଧାନ ପରେ ଆଜି ପୁଣି ରାଜ୍ୟରୁ ସର୍ବାଧିକ ୧୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେଣୁ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ି ଚାଲିଥିବାରୁ ରାଜ୍ୟ ସରକାର ଏନେଇ ସତର୍କତା ଅବଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଘାରିଲା ପୋଲିସର ପୁରୁଣା ଚୌକି ମୋହ : ନେତା, ବରିଷ୍ଠ ଅଧିକାରୀଙ୍କ ନିକଟରେ ଚାଲିଲାଣି ଲବି

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁହେବା ପୂର୍ବରୁ ରାଜଧାନୀରେ ଦୀର୍ଘଦିନ ଧରି ରହିଥିବା ଏକାଧିକ ପୋଲିସ ଅଧିକାରୀଙ୍କ ବଦଳି ହୋଇଥିଲା। ଅନେକଙ୍କୁ...

ଓଏସ୍‌ଏସ୍‌ଟିଇଟି ପରୀକ୍ଷାରେ ତ୍ରୁଟି ଅଭିଯୋଗ

କଟକ ଅଫିସ, ୨।୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ କରାଯାଇଥିବା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି)ରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ...

ନିଶାଦ୍ରବ୍ୟ ଚାଲାଣର ସୁରକ୍ଷିତ ମାଧ୍ୟମ: ନାଇଟ୍‌ କୋଚ୍‌ ବସ୍‌, ଲେଡି ଏଜେଣ୍ଟ

ବେଆଇନ ନିଶା କାରବାରର ପେଣ୍ଠସ୍ଥଳ ପାଲଟିଗଲାଣି ଓଡ଼ିଶା। ବ୍ରାଉନସୁଗାର, ହିରୋଇନ୍‌, ଚରସ ଆଦି ନିଶାଦ୍ରବ୍ୟ ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସୁଥିବାବେଳେ ଏଠାରୁ ଗଞ୍ଜେଇ ଓ ଅଫିମ...

ଯବାନ-ମାଓବାଦୀ ଗୁଳି ବିନିମୟ

ଫୁଲବାଣୀ ଅଫିସ, ୨୦ା୧୨-କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ଅଧୀନ ବିରେନି ଗ୍ରାମ ନିକଟ ଜଙ୍ଗଲରେ ଗତ ୧୭ ତାରିଖରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି...

ଭାଷା ଆନ୍ଦୋଳନ ସମିତି ପକ୍ଷରୁ ଖବରଦାତା ସମ୍ମିଳନୀ:ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ପାଳନକୁ ନେଇ କ୍ଷୋଭ

ନୟାଗଡ଼ ଅଫିସ,୨୪ା୧୨: ନୟାଗଡ଼ ଭାଷା ଆନ୍ଦୋଳନ ସମିତି ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲଠାରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଦଗ୍ଧ ପ୍ରତିଭାମାନଙ୍କ...

ଚାଷ ଜମିରେ ହେବ ଅନ୍ତିମ ସଂସ୍କାର: ସରକାରଙ୍କ ନିର୍ଦ୍ଦେଶ…

ବେଙ୍ଗାଲୁରୁ,୨୨।୪: କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏତେ ସଂଖ୍ୟକ ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ, କବରସ୍ତାନରେ...

ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି

ପୁରୀ ଅଫିସ,୭ା୫: ବୈଶାଖ ଶୁକ୍ଲ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀରେ ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଯାତ ଭୋଗ ସରିବା ପରେ ଠାକୁର...

ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ମଲା

ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ଗଂଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ।...

Advertisement
Archives

Model This Week