ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୮।୨(ଅସମାପିକା ସାହୁ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଛାତ୍ରୀ ନିବାସଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି।
ଏତଦ୍‌ବ୍ୟତୀତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟବଶତଃ ମୃତ୍ୟୁବରଣ କରନ୍ତି, ତେବେ ତାଙ୍କ ଉତ୍ତରାଧିକାରୀଙ୍କୁ ଏକକାଳୀନ ଦୁଇ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ।
ସେହିପରି ୬୦ ବର୍ଷରେ କାର୍ଯ୍ୟନିବୃତ୍ତ ସମୟରେ ସେମାନଙ୍କୁ ଏକକାଳୀନ ଏକ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା
କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ରାଜକୋଷରୁ ବାର୍ଷିକ ୧୫ କୋଟିରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri