ମାର୍ଚ୍ଚ ପହିଲାରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୨୫ା୨: ରାଜ୍ୟ ସରକାର ଆସନ୍ତା ମାର୍ଚ୍ଚ ୧ରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ। ଏକକାଳୀନ ଲୋକ ସେବା ଭବନର କନଭେନ୍‌ସନ୍‌ ହଲ ଓ ରବୀନ୍ଦ୍ର ମଣ୍ଡପରେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ନବନିଯୁକ୍ତ ଅଧ୍ୟାପକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ୧ ତାରିଖ ସକାଳ ୯ଟାରେ ସମସ୍ତ ସଦସ୍ୟଙ୍କୁ ଉପସ୍ଥିତ ରହିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଅବଗତ କରାଯାଇଛି।

ଇଂରାଜୀ, ରାଜନୀତି ବିଜ୍ଞାନ, ଅର୍ଥଶାସ୍ତ୍ର, ରସାୟନ ବିଜ୍ଞାନ, ଇତିହାସ, ବାଣିଜ୍ୟ ଓ ଶିକ୍ଷାବର୍ଗର ପ୍ରାର୍ଥୀ ରବୀନ୍ଦ୍ର ମଣ୍ଡପ ଏବଂ ଅବଶିଷ୍ଟ ବର୍ଗର ପ୍ରାର୍ଥୀ ଲୋକ ସେବା ଭବନରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପଦାର୍ଥ ବିଜ୍ଞାନ ବିଭାଗର ମାମଲା କୋର୍ଟରେ ବିଚାରାଧୀନ ଥିବାରୁ ଏହାକୁ ନିଯୁକ୍ତି ପର୍ବରୁ ବାଦ୍‌ ଦିଆଯାଇଥିବା ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri