ଅପରାହ୍ନ ସାଢ଼େ ୨ଟାରେ ରାଜ୍ୟ ସରକାରଙ୍କ ଜରୁରୀ ପ୍ରେସ୍‌ମିଟ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଜନିତ ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥଳେ ପରିସ୍ଥିତିକୁ କିଭଳି ସାମ୍ନା କରିହେବ ତାହା ପ୍ରଶାସନର ମୁଣ୍ଡବିନ୍ଧାର କାରଣ ପାଲଟିଲାଣି। ତେବେ ଶନିବାର ଅପରାହ୍ନ ସାଢ଼େ ୨ଟାରେ ଜରୁରୀ ପ୍ରେସ୍‌ମିଟ୍‌ ହେବ। ଏହି ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର ସମ୍ବୋଧନ କରିବେ ବୋଲି ସୂଚନା ମିଳିଛି। ଏଥିରେ ନିଦ୍ଧିଷ୍ଟ ଭାବେ କେଉଁ ବିଷୟରେ ସୂଚନା ଦିଆଯିବ ତାହା ସ୍ପଷ୍ଟ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଦିନକୁଦିନ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଅପରାଧୀମାନଙ୍କ ଲୁଟପାଟ ବଢିବାରେ ଲାଗିଛି। ପାସ୍‌ପୋର୍ଟ ଅଫିସ ନିକଟରେ ବୁଧବାର ଅପରାହ୍ନରେ ଜଣେ ଇଞ୍ଜିନିୟରଙ୍କ କାରରୁ ଲକ୍ଷାଧିକ...

ଟିକା ପାଇଁ ଓଡ଼ିଶାର ପ୍ରସ୍ତୁତି ଜାରି ରହିଛି : ମନ୍ତ୍ରୀ

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ) – କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବରରେ ଆସିବ ବୋଲି ଆଶଙ୍କା କରାଯାଉଛି। ଏପରିସ୍ଥଳେ ଟିକା କେବେ ଆସିବ ତାହାକୁ ନେଇ ସମସ୍ତଙ୍କ...

ବାହାରିଲା ଆଡ଼ପ ଅବଢ଼ା

ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜନ୍ମବେଦୀରେ ବିଜେ କରିବା ପରେ ଆଡ଼ପ ଅବଢ଼ା ପାଇବା ଲାଗି ଭକ୍ତଙ୍କ ମଧ୍ୟରେ ଏକପ୍ରକାର ଉତ୍କଣ୍ଠା ରହିଥାଏ। ଏବେ ଏହି ଉତ୍କଣ୍ଠାର...

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର

ଧାମନଗର, ୧୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ଜଣେ ତୃତୀୟ ଶ୍ରେଣୀର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ସୋମବାର ଅପରାହ୍ନରେ ଏକ ବିଦ୍ୟାଳୟ ପଛପଟରେ...

ଜୁଲାଇ ୧୩ରୁ ଅନ୍‌ଲାଇନରେ ପାଠ ପଢିବେ କଲେଜ ପିଲା

ଭୁବନେଶ୍ୱର,୨।୭(ବ୍ୟୁରୋ)- କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଶିକ୍ଷାନଷ୍ଠାନରେ ପାଠ ପଢ଼ା ବନ୍ଦ ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।...

ଝିଅକୁ ଅଣ୍ଟାରେ ବାନ୍ଧି କୂଅକୁ ଡେଇଁଲେ ମା’

ମାଲକାନଗିରି,୬ା୩: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ଚେଡେଙ୍ଗା ପଞ୍ଚାୟତର କଉଡ଼ିଗୁଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ୪ ବର୍ଷର ଶିଶୁକନ୍ୟାକୁ ଧରି...

ଆଖି ବୁଜିଲା କାଳିଆ

କଟକ/ଭୁବନେଶ୍ୱର, ୨୫।୧୧(ବ୍ୟୁରୋ)- ଶେଷରେ ଯୋଡ଼ା ମୁଣ୍ଡ ଶିଶୁ କାଳିଆ ଭାଇ ଜଗାକୁ ଛାଡି ଚାଲିଗଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ...

ପରଦା କଳାର ସହର ଧଳାପଥର

ଖୋର୍ଦ୍ଧା ଅଫିସ,୧୭ା୬:  ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଧଳାପଥର ପରଦା କଳାର ସହର ଭାବେ ପରିଚିତ। ଘର ସାଜସଜ୍ଜାଠାରୁ ଅଫିସ ଆଦି ସ୍ଥାନରେ ପରଦା ଲାଗିଥାଏ।...

Advertisement
Archives

Model This Week