ଆଜି ରାଜ୍ୟରେ ୭୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗଜପତିରୁ ଶୂନ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ତଳେ ରହିଛି। ତେବେ ଆଜି ୨୯ ଜିଲାରୁ ୬୩୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ  ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୭୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜ ୬୫ ଏବଂ ଜଗତସିଂହପୁରରୁ ୫୦ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୋଳରୁ ୪୦, ବାଲେଶ୍ୱର ୨୧, ଭଦ୍ରକ ୭, ବଲାଙ୍ଗୀର ୨୩, ବୌଦ୍ଧ ୪, କଟକ ୩୯, ଦେବଗଡ଼ ୫, ଢେଙ୍କାନାଳ ୧୧, ଗଞ୍ଜାମ ୮, ଯାଜପୁର ୨୯, ଝାରସୁଗୁଡ଼ା ୨୩, କଳାହାଣ୍ଡି ୨୧, କନ୍ଧମାଳ ୩, କେନ୍ଦ୍ରାପଡ଼ା ୩୩, କେନ୍ଦୁଝର ୩୧, କୋରାପୁଟ ୯, ମାଲକାନଗିରି ୪, ନବରଙ୍ଗପୁର ୧୩, ନୟାଗଡ଼ ୫, ନୂଆପଡ଼ା ୪, ପୁରୀ ୯, ରାୟଗଡ଼ା ୧, ସମ୍ବଲପୁର ୨୩, ସୋନପୁର ୧ ଏବଂ ସୁନ୍ଦରଗଡ଼ରୁ ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧୩।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଥିବା ବେଳେ ୩,୦,୪୯୦୮ଜଣ ସୁସ୍ଥ ହୋଇଛନ୍ତି। ୭୩୬୦ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ପ୍ରଦର୍ଶିତ ହେଲା ଓଡ଼ିଶାର ବାନ୍ଧକଳା

ଭୁବନେଶ୍ୱର, ୮ା୧୧(ବ୍ୟୁରୋ): ଆମେରିକାର ଓ୍ବାଶିଂଟନସ୍ଥିତ କେନେଡି ସେଣ୍ଟରରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର ବାନ୍ଧକଳା। ଓଡ଼ିଶାର ହସ୍ତକଳାକୁ ନ୍ୟାଶନାଲ ଅପେରା ମଞ୍ଚ ମାଧ୍ୟମରେ ବିଶ୍ୱ ଦରବାରରେ ପହଞ୍ଚାଇ...

ଫସଲ ନଷ୍ଟରୁ ଚାଷୀ ଆତ୍ମହତ୍ୟା

ପାତ୍ରପୁର,୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ଉଲୁମା ଗ୍ରାମର ଜଣେ ଚାଷୀ ରବିବାର କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୈଳାସ...

ଚାଲିଛି ବିଦ୍ୟୁତ ମରାମତି : ରେଳ ଚଳାଚଳ ବନ୍ଦ

ନିରାକାରପୁର,୯ା୬(ଡି.ଏନ୍‌.ଏ.) : ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା କାଇପଦର ଷ୍ଟେଶନ ନିକଟରେ ୩୨ କେଭି ବିଦ୍ୟୁତ ମରାମତି କାର୍ଯ୍ୟ ଚାଲିଥିବାରୁ ରବିବାର ପୁରୀ-ଗୁଣପୁର ପାସେଞ୍ଜର,ଭୁବନେଶ୍ୱର-ବ୍ରହ୍ମପୁରପାସେଞ୍ଜର,ଭୁବନେଶ୍ୱର-ବିଶାଖାପାଟଣା...

ଅବ୍ୟବସ୍ଥା, ଅସୁରକ୍ଷିତ

ଅନୁଗୋଳ ଅଫିସ, ୧୭ା୧୨:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ବିବାଦର ଶେଷ ହେଉନାହିଁ। ବିଭିନ୍ନ ଅବ୍ୟବସ୍ଥା ଲାଗିରହିଥିବାବେଳେ ଗୁରୁବାର ସକାଳେ ନିର୍ମାଣାଧୀନ ଆଇସିୟୁ ବିଲ୍ଡିଂ...

ମହନ୍ତଙ୍କୁ ଧମକ ଚମକ: ମଙ୍ଗୁ ମଠକୁ ଜଗିଲା ପୋଲିସ

ପୁରୀ ଅଫିସ, ୧୪ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ନିର୍ମାଣ ଭଙ୍ଗା ଯାଉଛି।...

ପୁରୀରୁ ଦର୍ଶନ ସାରି ଫେରୁଥିଲେ; ଓଲଟିଲା ବସ୍‌

ଗଞ୍ଜାମ,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ...

ଥାକରେ ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୮ା୧୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ଭାୟା ଯାଜପୁରକୁ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ୨୦୧୮-୧୯ ବର୍ଷରୁ ଥାକରେ ରଖାଯାଇଛି।...

ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି

ଜୟପୁର,୨୯ା୨(ଡି.ଏନ୍‌.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର...

Advertisement
Archives

Model This Week