ରାଜ୍ୟରେ ସୁସ୍ଥ ହେଲେ ଆଉ ୩,୭୧୪ ଆକ୍ରାନ୍ତ

ଭୁବନେଶ୍ୱର, ୧୫।୯ (ବ୍ୟୁରୋ): ଓଡ଼ିଶାରେ ମଙ୍ଗଳବାର ୩,୭୧୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୪୪ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ବରଗଡ଼ରୁ ୩୯୭, କଟକରୁ ୩୭୫, ଯାଜପୁରରୁ ୨୪୨, ପୁରୀରୁ ୨୦୧, ମୟୂରଭଞ୍ଜରୁ ୧୫୨, ଝାରସୁଗୁଡ଼ାରୁ ୧୧୭, ବାଲେଶ୍ୱରରୁ ୧୧୫, କୋରାପୁଟରୁ ୧୧୫, କନ୍ଧମାଳରୁ ୧୦୦ ଜଣ ଆକ୍ରାନ୍ତ ଭଲ ହୋଇଛନ୍ତି। ଏଥିସହ ଜଗତ୍‌ସିଂହପୁରରୁ ୯୩, ଗଞ୍ଜାମରୁ ୯୨, କେନ୍ଦ୍ରାପଡ଼ାରୁ ୮୮, ସୋନପୁରରୁ ୮୪, ସୁନ୍ଦରଗଡ଼ରୁ ୮୪, ବଲାଙ୍ଗୀରରୁ ୭୫, ଅନୁଗୋଳରୁ ୭୨, ସମ୍ବଲପୁରରୁ ୭୧, ନୟାଗଡ଼ରୁ ୭୦, କେନ୍ଦୁଝରରୁ ୬୦, ନବରଙ୍ଗପୁରରୁ ୫୯, ନୂଆପଡ଼ାରୁ ୫୩, କଳାହାଣ୍ଡିରୁ ୪୮, ଦେବଗଡ଼ରୁ ୪୩, ଗଜପତିରୁ ୩୮, ଗଞ୍ଜାମରୁ ୩୮, ଭଦ୍ରକରୁ ୩୪, ଢେଙ୍କାନାଳରୁ ୩୪, ମାଲକାନଗିରିରୁ ୨୨, ବୌଦ୍ଧରୁ ୧୯ ଓ ରାୟଗଡ଼ାରୁ ୧୭ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଏକ ଲକ୍ଷ ୨୫ ହଜାର ୭୩୮ ଜଣ ସୁସ୍ଥ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri