ରାଜ୍ୟରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୮ ହଜାର ୩୨୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ୧୫ ଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ୱରରୁ ୫ , ବଲାଙ୍ଗୀରରୁ ୩, କଟକରୁ ୫, ଦେବଗଡ଼ରୁ ୨, ଗଞ୍ଜାମରୁ ୩, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୪, ଖୋର୍ଦ୍ଧା ୫, ମୟୂରଭଞ୍ଜରୁ ୯, ନୂଆପଡ଼ାରୁ ୧, ପୁରୀରୁ ୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍‌ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ...

ରାତି ହେଲେ ଘର ଛାତ ଭାଙ୍ଗୁଛି ଭାଲୁ

ମାଲକାନଗିରି,୩୦।୧୧(ଡି.ଏନ.ଏ.): ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ରାତି ହେଲେ ଆଖପାଖ ଅଞ୍ଚଳରେ ଭାଲୁ ବୁଲୁଛି। ଘର ଉପରେ ଚଢି ଟିଣ...

ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ମିଳିବ ଅଗ୍ରାଧିକାର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସାରା ଓଡ଼ିଶାର କଳାକାର ଓ ଶିଳ୍ପୀଙ୍କୁ ନେଇ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ କାମ କରିବ। ଏକାଡେମୀ ପକ୍ଷରୁ ଆୟୋଜିତ କୌଣସି କାର୍ଯ୍ୟକ୍ରମ ବନ୍ଦ...

ଖୁବ୍‌ ଶୀଘ୍ର ପଞ୍ଚାୟତ ନିର୍ବାଚନ ପାଇଁ ଲାଗୁ ହେବ ଆଚରଣ ବିଧି

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଅବାଧ ଓ ନିରପେକ୍ଷ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଭାରତୀୟ ସମ୍ବିଧାନର ୨୪୩-କେ ନିର୍ବାଚନ ଆଚରଣ ବିଧି ପ୍ରସ୍ତୁତ କରାଯାଉଛି।...

ତଟ ସୁରକ୍ଷାରେ ଅତ୍ୟାଧୁନିକ ହେଲିକପ୍ଟର ସାମିଲ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଭାରତୀୟ ତଟରକ୍ଷୀ ବାହିନୀ(ଆଇସିଜି) ପକ୍ଷରୁ ରବିବାର ପ୍ରଥମ ଆଇସିଜି ଆଡ୍‌ଭାନ୍ସଡ୍‌ ଲାଇଟ୍‌ ହେଲିକପ୍ଟର(ଏଏଲ୍‌ଏଚ୍‌) ଏମ୍‌କେ-୩ର ‘୮୩୦ ସ୍କ୍ବାଡ୍ରନ(ସିଜି)’ ଲୋକାର୍ପିତ ହୋଇଛି। ଭୁବନେଶ୍ୱର ବିମାନବନ୍ଦରସ୍ଥିତ ଆଇସିଜି...

ଲିଙ୍ଗରାଜ ମନ୍ଦିରରେ ବସିଲା ଚିଲ: ସେବାୟତ ଆତଙ୍କିତ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ମହାପ୍ରଭୁ ଲିଙ୍ଗରାଜ ମନ୍ଦିର ଉପରେ ହଠାତ ଏକ ମାଟିଆ ଚିଲ ବସି ରହିବା ଘଟଣାକୁ ନେଇ ସେବାୟତମାନେ ଆତଙ୍କିତ ହୋଇଛନ୍ତି ।...

ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚିଲା : ୨ରେ ରଥକାଠ ଚିରଟ ଅନୁକୂଳ

ପୁରୀ ଅଫିସ,୩୧ା୩: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ସୋମବାର ପୁରୀରେ ତୃତୀୟ ପର୍ଯ୍ୟାୟ...

ମାସେ ବଢ଼ିଲା ଇ-ଇପିକ୍‌ ଡାଉନ୍‌ଲୋଡ୍‌ ଅବଧି

ଭୁବନେଶ୍ୱର,୧ା୨(ବ୍ୟୁରୋ): ଭାରତର ନିର୍ବାଚନ ଆୟୋଗ ଗତ ୨୫ ତାରିଖ ଜାତୀୟ ଭୋଟର ଦିବସରେ ନୂଆ ମତଦାତାଙ୍କ ପାଇଁ ଇଲେକ୍‌ଟ୍ରୋନିକ୍ସ ଭୋଟର ପରିଚୟପତ୍ର(ଇ-ଇପିକ୍‌)ର ଶୁଭାରମ୍ଭ କରିଥିଲେ। ଏହା...

Advertisement
Archives

Model This Week