ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ରହିଛନ୍ତି ସର୍ବାଧିକ ମୃତକ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୩୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆଜି ଭୁବନେଶ୍ୱରରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁଘଟିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଧମକାଉଛି ବିଏମ୍‌ସି

ଭୁବନେଶ୍ୱର, ୧୫।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଲୋକଙ୍କ ଉପରେ ଦିନକୁ ଦିନ ଚାପ ବଢ଼ାଇବାରେ ଲାଗିଛି। ଲୋକଙ୍କ ବିରୋଧ ହେଉ ନ ଥିବାରୁ ଏହାର...

ଡାକ୍ତରଙ୍କୁ ଭଣ୍ଡେଇଲେ ସୁନ୍ଦରୀ ଯୁବତୀ, ଆକାଉଣ୍ଟରୁ ନେଇଗଲେ ଏତିକି ଟଙ୍କା, ଆଉ ତା’ ପରେ…

ତାଳଚେର,୭ା୮(ନି.ପ୍ର.): ଜଣେ ଯୁବତୀ ନିଜକୁ ଏକ ବଡ଼ କମ୍ପାନୀର ଏଜେଣ୍ଟ ବୋଲି ପରିଚୟ ଦେଇ ଜଣେ ବରିଷ୍ଠ ତଥା ଅବସରପ୍ରାପ୍ତ ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଲକ୍ଷାଧିକ...

ଏଚ୍‌ଆର୍‌ପିସିରେ ଗଡୁଛି ପୋଲିସ ବିରୋଧୀ ମାମଲା: ୮ ବର୍ଷରେ ୭ ମାମଲାର ତଦନ୍ତ ଫଳ ଶୂନ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟର ଆଇନ ଶୃଙ୍ଖଳା ରକ୍ଷା ଦାୟିତ୍ୱରେ ଥିବା ପୋଲିସ ଅନେକ ସମୟରେ ନିଜ ପଦ ଓ କ୍ଷମତାର ଦୁରୁପଯୋଗ କରୁଥିବା ଅଭିଯୋଗ ଆସିଛି।...

ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.) ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି...

ପୁଣି ୪ ପୋଲିସ କରୋନା ପଜିଟିଭ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୪ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା...

ବିବାହ ମଣ୍ଡପରୁ ଜେଲ୍‌, ଆଉ ଜେଲରୁ ବିବାହ ବେଦୀ

ବାଲେଶ୍ୱର ଅଫିସ, ୨୨।୨- ବିବାହ ପାଇଁ ଅରାଜି ହେବାରୁ ପ୍ରେମିକାଙ୍କ ଅଭିଯୋଗକ୍ରମେ ଜେଲ୍‌ ଯାଇଥିଲେ ପ୍ରେମିକ। ପରେ ବାହା ହେବାକୁ ସମ୍ମତି ଜଣାଇବାରୁ କୋର୍ଟଙ୍କ ନିର୍ଦ୍ଦେଶ...

ଗୀତ ମାଧ୍ୟମରେ ସରକାରଙ୍କ ନିକଟରେ ଗୁହାରି କଲେ ଦିବ୍ୟାଙ୍ଗ ପ୍ରଫୁଲ୍ଲ

କଳିଙ୍ଗନଗର,୨୮ା୮(ଶୁଭାଶିଷ ରାଉତ): ୫-ଟି ସଚିବ ଭିକେ ପାଣ୍ଡିଆନ ମଙ୍ଗଳବାର ଯାଜପୁର ଜିଲାର କୋରେଇ ନିର୍ବାଚନ ମଣ୍ଡଳୀ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ଗସ୍ତ...

ଏସବୁ ୫ କାରଣ ଯୋଗୁ କରୋନା ପୁଣି ହେଉଛି ବେକାବୁ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟର କିଛି ଅଞ୍ଚଳରେ ସରକାରଙ୍କ ପକ୍ଷରୁ କଡ଼ା...

Advertisement
Archives

Model This Week