କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର କମିବାର ନାଁ ନେଉନି। ଯାହାକି ଚିନ୍ତାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ…

NEET ପରୀକ୍ଷା ଦେବା ପାଇଁ ମଦ୍ୟପାନ କରି ଆସି ସିଟରେ ବସିଗଲେ ପ୍ରାର୍ଥୀ, ହେଲେ କିପରି? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩୧।୮: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ NEET-PG ପରୀକ୍ଷା ଦେଉଥିବା ପ୍ରାର୍ଥୀ ମହମ୍ମଦ ରିଜୱାନ ମଦ୍ୟପାନ କରି ପରୀକ୍ଷାସ୍ଥଳରେ ପହଞ୍ଚିଥିଲେ। ସେ ସୁରକ୍ଷା ବ୍ୟବସ୍ଥାକୁ ଭେଦ କରି…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri