କେନ୍ଦ୍ରମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ କଲେ ରାଜ୍ୟ କୁଡୁମୀ ସେନା

ପାଟଣା,୧୩।୯( ସ୍ବ.ପ୍ର.): ଓଡ଼ିଶା କୁଡୁମୀ ସେନା ସୋମବାର କେନ୍ଦୁଝର ସର୍କିଟ ହାଉସଠାରେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କୁ ଭେଟିଛନ୍ତି। ସେମାନେ ତାଙ୍କୁ ଭେଟି ଏହି ଜାତିର ବିଭିନ୍ନ ସମସ୍ୟା ସମ୍ବଳିତ ଦାବି ପତ୍ର ପ୍ରଦାନ କରିଛନ୍ତି ।
କୁଡୁମୀ ସେନା ପକ୍ଷରୁ ରାଜ୍ୟ ଉପସଭାପତି ମିତ୍ରଭାନୁ ମହାନ୍ତ, କୋଷାଧ୍ୟକ୍ଷ ତଥା ଗଣମାଧ୍ୟମ ମୁଖପାତ୍ର ଲମ୍ବୋଦର ମହାନ୍ତ, ଯୁବ ସାଧାରଣ ସମ୍ପାଦକ ବିଶ୍ୱଜିତ ମହାନ୍ତ, ପାଟଣା ବ୍ଲକ ସଭାପତି ଅଶୋକ କୁମାର ମହାନ୍ତ, ଜିଲା ସାଧାରଣ ସମ୍ପାଦକ ତ୍ରିନାଥ ମହାନ୍ତ, ମନ୍ମଥ ମହାନ୍ତ ପ୍ରମୁଖ ଭେଟିଥିଲେ। ଏହି କାର୍ଯ୍ୟକ୍ରମରେ ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ଓ ଭାଜପା ବରିଷ୍ଠ ନେତା ସତ୍ୟବ୍ରତ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri