୬ଯାଏ ରାଜ୍ୟ ଗ୍ରନ୍ଥାଗାର ବନ୍ଦ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଗ୍ରନ୍ଥାଗାରର ଆଉ ଦୁଇଜଣ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଏପରି ନିଷ୍ପତ୍ତି ନିଆଯାଇଛି। ଗତ ବୁଧବାର ଏଠାରୁ ଜଣେ କର୍ମଚାରୀ ପଜିଟିଭ୍‌ ବାହାରିବା ପରେ ପାଠକ ଓ ଅନ୍ୟ କର୍ମଚାରୀଙ୍କ ନିରାପତ୍ତା ଦୃଷ୍ଟିରୁ ୩୧ ତାରିଖ ପର୍ଯ୍ୟନ୍ତ ଗ୍ରନ୍ଥାଗାରକୁ ବନ୍ଦ ରଖାଯାଇଥିଲା। ତେବେ ଆଉ ଦୁଇଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ଏହାକୁ ଆଉ ୬ଦିନ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହି ଦିନ ମଧ୍ୟରେ କୌଣସି ପାଠକ ପାଠାଗାରକୁ ନ ଆସିବାକୁ ଗ୍ରନ୍ଥାଗାର ଭାରପ୍ରାପ୍ତ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ପଠାରେ ମାଣପେଡି,ଖଟୁଲି ସଫା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ...

ହୀରାକୁଦ ଡ୍ୟାମ୍‌ର ୧୨ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୭ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୧୨ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି।...

ଗୋଟିଏ ଦିନ ଆଗରୁ ବନ୍ଦ ହେଲା ଶିଶିର ସରସ ମେଳା

ଭୁବନେଶ୍ୱର,୫।୧(ବ୍ୟୁରୋ): କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ଶିଶିର ସରସ ମେଳାକୁ ଗୁରୁବାର ବନ୍ଦ କରି ଦିଆଯାଇଛି। ହେଲେ ଗୋଟିଏ ଦିନ ଆଗରୁ ମେଳା ବନ୍ଦ କରିବା...

ଜମିହରା କର୍ମଚାରୀଙ୍କୁ ପୁନଃ ଅବସ୍ଥାପିତ ଦାବି

ଢେଙ୍କାନାଳ ଅଫିସ,୧୯।୪ ଢେଙ୍କାନାଳ ଜିଲା ଓଡାପଡା ବ୍ଲକ କୁରୁଣ୍ଟିଠାରେ ଗତ ୨୦୨୦ ମସିହାରୁ ବନ୍ଦହୋଇ ପଡିଥିବା ବିଆର୍‌ଜି ଷ୍ଟିଲ ପ୍ଲାଣ୍ଟ କିଛିଦିନ ତଳେ ରିମ୍‌ଝିମ୍‌ ଷ୍ଟିଲକୁ...

ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍‌ରେ ଘରକୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍‌କୁ ନେଇ ସମସ୍ତେ ଏବେ...

ଜିଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ: ଲକ୍ଷଣ ଥାଉ ବା ନ ଥାଉ ତୁରନ୍ତ କ୍ୱାରାଣ୍ଟାଇନ୍‌ରେ ରହିବେ ସଂକ୍ରମିତ ଅଞ୍ଚଳରୁ ଆସିଥିବା ଲୋକେ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ସଂକ୍ରମିତ ଦେଶ କିମ୍ବା ଅଞ୍ଚଳରୁ ଓଡ଼ିଶାକୁ ଆସିଥିବା ଲୋକମାନଙ୍କୁ ତୁରନ୍ତ କ୍ୱାରାଣ୍ଟାଇନ୍‌ରେୁ...

ବିଦ୍ୟୁତ୍‌ଲତାଙ୍କ ଜୀବନ ନେଲା ବିଦ୍ୟୁତ୍‌, ବଞ୍ଚାଇବାକୁ ଆସି ପ୍ରାଣ ହରାଇଲେ ମମତା

ବାଣପୁର/ବାଲୁଗାଁ,୮ା୧୦(ଡି.ଏନ୍‌.ଏ.): ମଙ୍ଗଳବାର ଦଶହରା ପାଇଁ ସବୁଠି ଆନନ୍ଦ ଉଲ୍ଲାସ ଦେଖିବାକୁ ମିଳିଥିବାବେଳେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ବିଷ୍ଣୁପୁର ପଞ୍ଚାୟତର ତେନ୍ତୁଳିଡିହ ଗ୍ରାମରେ ଶୋକର...

‘ଓଡ଼ିଆ ଜାତି ବିରାଟ ପରିବାର’

ଭୁବନେଶ୍ୱର,୨।୪(ବ୍ୟୁରୋ): ଓଡ଼ିଶା ଆମର ମା’ ା ଆମ ଓଡ଼ିଆ ଜାତି ହେଉଛି ଗୋଟିଏ ବିରାଟ ପରିବାର ା ନିଜ ପରିବାରର ଉନ୍ନତି ପରି ଓଡିଆ ଜାତିର...

Advertisement
Archives

Model This Week