ଢେଙ୍କାନାଳ ଅଫିସ, ୨୦।୩
ରାଜ୍ୟରେ ଆରମ୍ଭ ହୋଇଛି ଏମରଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ୍ (ଇଆରଏସ୍ଏସ୍) ବ୍ୟବସ୍ଥା। ଏଥିସହ ଜାରି କରାଯାଇଇଛି ହେଲ୍ପ ଲାଇନ୍ ନମ୍ବର-୧୧୨। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାର ଶୁଭାରମ୍ଭ କରିବା ପରେ ଢେଙ୍କାନାଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏସ୍ପି କେ. ଶିବା ସୁବ୍ରମଣି ଜିଲା ପୋଲିସ କାର୍ଯ୍ୟାଳୟରେ ଅପରାହ୍ନ ୫ଟାରେ ଇଆରଏସ୍ଏସ୍ର ୨ଟି ଗାଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଦୁଇ ଗାଡ଼ି ଢେଙ୍କାନାଳ ପୌରାଞ୍ଚଳରେ କାର୍ଯ୍ୟ କରିବ। ଏହି ଅବସରରେ ଜିଲା ପୋଲିସ କାର୍ଯ୍ୟାଳୟରେ ଏକ ଅତ୍ୟାଧୁନିକ କଣ୍ଟ୍ରୋଲ ରୁମକୁ ଏସ୍ପି ଉଦ୍ଘାଟନ କରିଥିଲେ। ଏଣିକି ଜନସାଧାରଣ ୧୧୨ ଡାଏଲ କରି ପୋଲିସ, ଅଗ୍ନିଶମ, ଆମ୍ବୁଲାନ୍ସ ଭଳି ଜରୁରୀ ସେବା ପାଇପାରିବେ ବୋଲି ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମରେ ପୋଲିସ ବିଭାଗର ଜିଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।କ
ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ
ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…
ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…
ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…
କରଞ୍ଜିଆରୁ ଫେରୁଥିଲେ ଏସ୍ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…
ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…
ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର
କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…
ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ
ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…
ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ
ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…
ପାରାଲିସିସ୍ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ
ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍ ରୋଗରେ ପୀଡ଼ିତ ଥିବା ଖବର ପାଇ…
ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ
ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

