ସରକାରଙ୍କୁ ଚେତାବନୀ ଦେଲା ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ମଙ୍ଗଳବାର ସାଧାରଣ ପରିଷଦ ବୈଠକ ବସିଥିଲା। ଲଗାତାର ତୈଳ ଦର ବଢିବା ନେଇ ଆଲୋଚନା ହୋଇଥିଲା। ବୈଠକ ପରେ ଘରୋଇ ବସ୍‌ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ତେଲ ଦର କମ୍‌ କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି।

ଏଥିପାଇଁ ସରକାରଙ୍କୁ ନଭେମ୍ବର ୧୫ ଯାଏ ମହଲତ ଦିଆଯାଇଛି। ସରକାର ଆମ ଦାବି ନ ଶୁଣିଲେ ନଭେମ୍ବର ୧୬ ତାରିଖରୁ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ସଂଘର ସମ୍ପାଦକ କହିଛନ୍ତି। ଏ ନେଇ ସେ ଆହୁରି ମଧ୍ୟ କହିଛନ୍ତି ଯେ, ତେଲ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଜିନିଷର ଦାମ ବୃଦ୍ଧି ଯୋଗୁ ବସ୍‌ ଗୁଡିକ କ୍ଷତିରେ ଚାଲିଛି। ଏଥିପାଇଁ ସରକାର ତେଲ ଦାମ କମ୍‌ କରିବା ସହ ଟ୍ୟାକ୍ସ କମ୍‌ କରନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri